2 Chronicles 24:14 — Compare Translations

5 translations compared side by side

Odia - 1840
"ଯେତବେେଳେ ଶ୍ରମିକମାନଙ୍କର କାର୍ୟ୍ଯ ସମାପ୍ତ ହେଲା, ସମାନେେ ବଳିଥିବା ଟଙ୍କାକୁ ରାଜା ଯୋୟାଶ୍ ଓ ଯିହାୟୋଦାରଦାଙ୍କ ନିକଟକୁ ଆଣିଲେ। ସମାନେେ ସହେି ଟଙ୍କାକୁ ସଦାପ୍ରଭୁଙ୍କ ମନ୍ଦିରର ସାମଗ୍ରୀ ନିର୍ମାଣ କରିବା ରେ ବ୍ଯବହାର କଲେ। ସହେି ସାମଗ୍ରୀଗୁଡ଼ିକ ମନ୍ଦିରର ସବୋକାର୍ୟ୍ଯ ଓ ନବୈେଦ୍ଯ ହାମବେଳି ଉପହାର ଉତ୍ସର୍ଗ କରିବା ପାଇଁ ବ୍ଯବହୃତ ହେଲା। ସମାନେେ ସୁନା ଓ ରୂପାରୁ ପାତ୍ରମାନ ଓ ଅନ୍ଯାନ୍ଯ ସାମଗ୍ରୀ ନିର୍ମାଣ କଲେ। ଯିହାୟୋଦାରଦା ଜୀବିତ ଥିବା ପର୍ୟ୍ଯନ୍ତ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିର ରେ ପ୍ରତିଦିନ ହାମବେଳି ଉପହାରମାନ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ କାର୍ଯ୍ୟ ସମାପ୍ତ କରନ୍ତେ, ରାଜାଙ୍କର ଓ ଯିହୋୟାଦାର ସମ୍ମୁଖକୁ ଅବଶିଷ୍ଟ ମୁଦ୍ରା ଆଣିଲେ, ତଦ୍ଦ୍ଵାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ନାନା ପାତ୍ର, ଅର୍ଥାତ୍, ପରିଚର୍ଯ୍ୟାର୍ଥକ ଓ ବଳିଦାନାର୍ଥକ ପାତ୍ର, ପୁଣି ଚମସ ଓ ସ୍ଵର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ନିର୍ମାଣ କରାଗଲା । ଆଉ, ସେମାନେ ଯିହୋୟାଦାର ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ନିତ୍ୟ ହୋମବଳି ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଶ୍ରମିକମାନଙ୍କର କାର୍ଯ୍ୟ ସମାପ୍ତ ହେଲା, ସେମାନେ ବଳିଥିବା ଟଙ୍କାକୁ ରାଜା ଯୋୟାଶ୍ ଓ ଯିହୋୟାଦାଙ୍କ ନିକଟକୁ ଆଣିଲେ। ସେମାନେ ସେହି ଟଙ୍କାକୁ ସଦାପ୍ରଭୁଙ୍କ ମନ୍ଦିରର ସାମଗ୍ରୀ ନିର୍ମାଣ କରିବାରେ ବ୍ୟବହାର କଲେ। ସେହି ସାମଗ୍ରୀଗୁଡ଼ିକ ମନ୍ଦିରର ସେବାକାର୍ଯ୍ୟ ଓ ନୈବେଦ୍ୟ ହୋମବଳି ଉପହାର ଉତ୍ସର୍ଗ କରିବା ପାଇଁ ବ୍ୟବହୃତ ହେଲା। ସେମାନେ ସୁନା ଓ ରୂପାରୁ ପାତ୍ରମାନ ଓ ଅନ୍ୟାନ୍ୟ ସାମଗ୍ରୀ ନିର୍ମାଣ କଲେ। ଯିହୋୟାଦା ଜୀବିତ ଥିବା ପର୍ଯ୍ୟନ୍ତ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରତିଦିନ ହୋମବଳି ଉପହାରମାନ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ କାର୍ଯ୍ୟ ସମାପ୍ତ କରନ୍ତେ, ରାଜାଙ୍କର ଓ ଯିହୋୟାଦାର ସମ୍ମୁଖକୁ ଅବଶିଷ୍ଟ ମୁଦ୍ରା ଆଣିଲେ, ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ନାନା ପାତ୍ର, ଅର୍ଥାତ୍‍, ପରିଚର୍ଯ୍ୟାର୍ଥକ ଓ ବଳିଦାନାର୍ଥକ ପାତ୍ର, ପୁଣି ଚାମଚ ଓ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ନିର୍ମାଣ କରାଗଲା। ଆଉ, ସେମାନେ ଯିହୋୟାଦାର ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ନିତ୍ୟ ହୋମବଳି ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ କାର୍ଯ୍ୟ ସମାପ୍ତ କରନ୍ତେ, ରାଜାଙ୍କର ଓ ଯିହୋୟାଦାର ସମ୍ମୁଖକୁ ଅବଶିଷ୍ଟ ମୁଦ୍ରା ଆଣିଲେ, ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ନାନା ପାତ୍ର, ଅର୍ଥାତ୍‍, ପରିଚର୍ଯ୍ୟାର୍ଥକ ଓ ବଳିଦାନାର୍ଥକ ପାତ୍ର, ପୁଣି ଚାମଚ ଓ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ନିର୍ମାଣ କରାଗଲା। ଆଉ, ସେମାନେ ଯିହୋୟାଦାର ଜୀବନଯାଏ ସଦାପ୍ରଭୁଙ୍କ ଗୃହରେ ନିତ୍ୟ ହୋମବଳି ଉତ୍ସର୍ଗ କଲେ।