2 Chronicles 24:15 — Compare Translations
5 translations compared side by side
Odia - 1840
"ଯିହାୟୋଦାରଦା ବୃଦ୍ଧ ହେଲେ। ସେ ଦୀର୍ଘଜୀବି ଥିଲେ, ତା'ପରେ ସେ ମୃତ୍ଯୁବରଣ କଲେ। ଯିହାୟୋଦାରଦା 130 ବର୍ଷ ବଯସ ରେ ମୃତ୍ଯୁବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯିହୋୟାଦା ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ମଲା; ମରଣ ସମୟରେ ତାହାର ବୟସ ଏକ ଶହ ତିରିଶ ବର୍ଷ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାଦା ବୃଦ୍ଧ ହେଲେ। ସେ ଦୀର୍ଘଜୀବୀ ଥିଲେ, ତା’ପରେ ସେ ମୃତ୍ୟୁବରଣ କଲେ। ଯିହୋୟାଦା 130 ବର୍ଷ ବୟସରେ ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯିହୋୟାଦା ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ମଲା; ମରଣ ସମୟରେ ତାହାର ବୟସ ଏକ ଶହ ତିରିଶ ବର୍ଷ ହୋଇଥିଲା
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯିହୋୟାଦା ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ମଲା; ମରଣ ସମୟରେ ତାହାର ବୟସ ଏକ ଶହ ତିରିଶ ବର୍ଷ ହୋଇଥିଲା