2 Chronicles 24:16 — Compare Translations

5 translations compared side by side

Odia - 1840
"ଲୋକମାନେ ୟିହୋଯାଦାଙ୍କୁ ଦାଉଦଙ୍କ ନଗର ରେ, ଯେଉଁଠା ରେ ରାଜାମାନେ କବରପ୍ରାପ୍ତ ହାଇେଛନ୍ତି, ସହେିଠା ରେ କବର ଦେଲେ। ଲୋକମାନେ ସହେି ସ୍ଥାନ ରେ ୟିହୋଯାଦାଙ୍କୁ କବର ଦେଲେ, କାରଣ ସେ ଆପଣାର ଜୀବନକାଳ ରେ ଇଶ୍ରାୟେଲ ମଧିଅରେ ପରମେଶ୍ବରଙ୍କ ନିମନ୍ତେ ଓ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ବହୁତ ଉତ୍ତମ କର୍ମ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଲୋକମାନେ ଦାଉଦ-ନଗରରେ ରାଜାମାନଙ୍କ ମଧ୍ୟରେ ତାହାକୁ କବର ଦେଲେ, କାରଣ ସେ ଇସ୍ରାଏଲ ମଧ୍ୟରେ, ଆଉ ପରମେଶ୍ଵର ଓ ତାହାଙ୍କ ଗୃହ ବିଷୟରେ ଉତ୍ତମ କର୍ମ କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଯିହୋୟାଦାଙ୍କୁ ଦାଉଦଙ୍କ ନଗରରେ, ଯେଉଁଠାରେ ରାଜାମାନେ କବରପ୍ରାପ୍ତ ହୋଇଛନ୍ତି, ସେହିଠାରେ କବର ଦେଲେ। ଲୋକମାନେ ସେହି ସ୍ଥାନରେ ଯିହୋୟାଦାଙ୍କୁ କବର ଦେଲେ, କାରଣ ସେ ଆପଣାର ଜୀବନକାଳରେ ଇସ୍ରାଏଲ ମଧ୍ୟରେ ପରମେଶ୍ୱରଙ୍କ ନିମନ୍ତେ ଓ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ବହୁତ ଉତ୍ତମ କର୍ମ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଲୋକମାନେ ଦାଉଦ-ନଗରରେ ରାଜାମାନଙ୍କ ମଧ୍ୟରେ ତାହାକୁ କବର ଦେଲେ, କାରଣ ସେ ଇସ୍ରାଏଲ ମଧ୍ୟରେ, ଆଉ ପରମେଶ୍ୱର ଓ ତାହାଙ୍କ ଗୃହ ବିଷୟରେ ଉତ୍ତମ କର୍ମ କରିଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଲୋକମାନେ ଦାଉଦ-ନଗରରେ ରାଜାମାନଙ୍କ ମଧ୍ୟରେ ତାହାକୁ କବର ଦେଲେ, କାରଣ ସେ ଇସ୍ରାଏଲ ମଧ୍ୟରେ, ଆଉ ପରମେଶ୍ୱର ଓ ତାହାଙ୍କ ଗୃହ ବିଷୟରେ ଉତ୍ତମ କର୍ମ କରିଥିଲା।