2 Chronicles 24:17 — Compare Translations

5 translations compared side by side

Odia - 1840
"ଯିହାୟୋଦାରଦାଙ୍କ ମୃତ୍ଯୁ ପରେ, ଯିହୁଦାର ନେତାମାନେ ଆସିଲେ ଓ ରାଜା ୟୋଯାଶ୍ଙ୍କ ସମ୍ମୁଖ ରେ ପ୍ରଣିପାତ କଲେ। ରାଜା ସହେି ନେତାମାନଙ୍କର କଥା ଶୁଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋୟାଦାର ମରଣ ଉତ୍ତାରେ ଯିହୁଦାର ଅଧିପତିମାନେ ଆସି ରାଜାଙ୍କୁ ପ୍ରଣାମ କଲେ । ତହିଁରେ ରାଜା ସେମାନଙ୍କ କଥାରେ ମନୋଯୋଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାଦାଙ୍କ ମୃତ୍ୟୁ ପରେ, ଯିହୁଦାର ନେତାମାନେ ଆସିଲେ ଓ ରାଜା ଯୋୟାଶଙ୍କ ସମ୍ମୁଖରେ ପ୍ରଣିପାତ କଲେ। ରାଜା ସେହି ନେତାମାନଙ୍କର କଥା ଶୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋୟାଦାର ମରଣ ଉତ୍ତାରେ ଯିହୁଦାର ଅଧିପତିମାନେ ଆସି ରାଜାଙ୍କୁ ପ୍ରଣାମ କଲେ। ତହିଁରେ ରାଜା ସେମାନଙ୍କ କଥାରେ ମନୋଯୋଗ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋୟାଦାର ମରଣ ଉତ୍ତାରେ ଯିହୁଦାର ଅଧିପତିମାନେ ଆସି ରାଜାଙ୍କୁ ପ୍ରଣାମ କଲେ। ତହିଁରେ ରାଜା ସେମାନଙ୍କ କଥାରେ ମନୋଯୋଗ କଲେ।