2 Chronicles 24:18 — Compare Translations

5 translations compared side by side

Odia - 1840
"ରାଜା ଓ ସହେି ନେତାମାନେ ସଦାପ୍ରଭୁ ପରମେଶ୍ବରଙ୍କର ମନ୍ଦିରକୁ ଅଗ୍ରାହ୍ଯ କଲେ। ସମାନଙ୍କେର ପୂର୍ବପୁରୁଷମାନେ ସଦାପ୍ରଭୁ ପରମେଶ୍ବରଙ୍କର ଅନୁଗମନ କରିଥିଲେ। ସମାନେେ ଆଶରୋ ସ୍ତମ୍ଭ ଓ ଅନ୍ୟ ମୂର୍ତ୍ତିଗୁଡ଼ିକୁ ପୂଜା କଲେ। ପରମେଶ୍ବର ଯିହୁଦାର ଓ ୟିରୁଶାଲମର ଲୋକମାନଙ୍କ ଉପରେ କୋର୍ଧ କଲେ, କାରଣ ରାଜା ଓ ସହେି ନେତାମାନେ ଦୋଷୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ଵରଙ୍କ ଗୃହ ପରିତ୍ୟାଗ କରି ଆଶେରା ମୂର୍ତ୍ତି ଓ ପ୍ରତିମାଗଣର ସେବା କଲେ; ତହିଁରେ ସେମାନଙ୍କର ଏହି ଅପରାଧ ସକାଶୁ ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଓ ସେହି ନେତାମାନେ ସଦାପ୍ରଭୁ ପରମେଶ୍ୱରଙ୍କର ମନ୍ଦିରକୁ ଅଗ୍ରାହ୍ୟ କଲେ। ସେମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁ ପରମେଶ୍ୱରଙ୍କର ଅନୁଗମନ କରିଥିଲେ। ସେମାନେ ଆଶେରା ସ୍ତମ୍ଭ ଓ ଅନ୍ୟ ମୂର୍ତ୍ତିଗୁଡ଼ିକୁ ପୂଜା କଲେ। ପରମେଶ୍ୱର ଯିହୁଦାର ଓ ଯିରୁଶାଲମର ଲୋକମାନଙ୍କ ଉପରେ କ୍ରୋଧ କଲେ, କାରଣ ରାଜା ଓ ସେହି ନେତାମାନେ ଦୋଷୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରି ଆଶେରା ମୂର୍ତ୍ତି ଓ ପ୍ରତିମାଗଣର ସେବା କଲେ; ତହିଁରେ ସେମାନଙ୍କର ଏହି ଅପରାଧ ସକାଶୁ ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରି ଆଶେରା ମୂର୍ତ୍ତି ଓ ପ୍ରତିମାଗଣର ସେବା କଲେ; ତହିଁରେ ସେମାନଙ୍କର ଏହି ଅପରାଧ ସକାଶୁ ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।