2 Chronicles 24:2 — Compare Translations
5 translations compared side by side
Odia - 1840
"ଯାଜକ ୟିହୋଯାଦା ଜୀବିତ ଥିବା ପର୍ୟ୍ଯନ୍ତ ଯୋୟାଶ୍ ଯଥାର୍ଥ କର୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିହୋୟାଦା ଯାଜକର ଜୀବନଯାଏ ଯୋୟାଶ୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ଯିହୋୟାଦା ଜୀବିତ ଥିବା ପର୍ଯ୍ୟନ୍ତ ଯୋୟାଶ୍ ଯଥାର୍ଥ କର୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୋୟାଦା ଯାଜକର ଜୀବନଯାଏ ଯୋୟାଶ୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିହୋୟାଦା ଯାଜକର ଜୀବନଯାଏ ଯୋୟାଶ୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।