2 Chronicles 24:20 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କର ଆତ୍ମା ଜିଖରିଯଙ୍କ ଉପରେ ଅବତରଣ କଲେ। ଯିହାୟୋଦାରଦା ଯାଜକ ଜିଖରିଯଙ୍କ ପିତା ଥିଲେ। ଜିଖରିଯ ଲୋକମାନଙ୍କ ସମ୍ମୁଖ ରେ ଛିଡ଼ା ହେଲେ ଓ କହିଲେ, ପରମେଶ୍ବର ଏହା କହନ୍ତି: ତୁମ୍ଭମାନେେ କାହିଁକି ସଦାପ୍ରଭୁଙ୍କ ଆଜ୍ଞାର ବାଧ୍ଯ ହବୋ ନିମନ୍ତେ ଅଗ୍ରାହ୍ଯ କରୁଛ? ତୁମ୍ଭମାନେେ କୃତକାର୍ୟ୍ଯ ହବେ ନାହିଁ। ତୁମ୍ଭମାନେେ ସଦାପ୍ରଭୁଙ୍କୁ ତ୍ଯାଗ କରିଅଛ। ତେଣୁ ସଦାପ୍ରଭୁ ତୁମ୍ଭମାନଙ୍କୁ ତ୍ଯାଗ କରିଅଛନ୍ତି!'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ପରମେଶ୍ଵରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚ ସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେମାନେ କିହେତୁ ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ? ଏଥିରେ କୃତକାର୍ଯ୍ୟ ନୋହିବ । ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ଆତ୍ମା ଯିଖରିୟଙ୍କ ଉପରେ ଅବତରଣ କଲେ। ଯିହୋୟାଦା ଯାଜକ ଯିଖରିୟଙ୍କ ପିତା ଥିଲେ। ଯିଖରିୟ ଲୋକମାନଙ୍କ ସମ୍ମୁଖରେ ଛିଡ଼ା ହେଲେ ଓ କହିଲେ, “ପରମେଶ୍ୱର ଏହା କହନ୍ତି: ‘ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞାର ବାଧ୍ୟ ହେବା ନିମନ୍ତେ ଅଗ୍ରାହ୍ୟ କରୁଛ? ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛ। ତେଣୁ ସଦାପ୍ରଭୁ ତୁମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି!’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, “ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚ ସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।