2 Chronicles 24:21 — Compare Translations

5 translations compared side by side

Odia - 1840
"କିନ୍ତୁ ଲୋକମାନେ ଜିଖରିଯଙ୍କ ବିରୁଦ୍ଧ ରେ ମନ୍ତ୍ରଣା କଲେ । ଜିଖରିଯଙ୍କୁ ବଧ କରିବା ନିମନ୍ତେ ରାଜା ଆଦେଶ ଦେଲେ, ତେଣୁ ମୃତ୍ଯୁ ହବୋ ପର୍ୟ୍ଯନ୍ତ ସମାନେେ ତାଙ୍କ ଆଡ଼କୁ ପଥର ଫୋପାଡ଼ିଲେ। ସଦାପ୍ରଭୁଙ୍କର ମନ୍ଦିର ପ୍ରାଙ୍ଗଣ ମଧିଅରେ ଲୋକମାନେ ଏହା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରା; କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଲୋକମାନେ ଯିଖରିୟଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ । ଯିଖରିୟଙ୍କୁ ବଧ କରିବା ନିମନ୍ତେ ରାଜା ଆଦେଶ ଦେଲେ, ତେଣୁ ମୃତ୍ୟୁ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କ ଆଡ଼କୁ ପଥର ଫୋପାଡ଼ିଲେ। ସଦାପ୍ରଭୁଙ୍କର ମନ୍ଦିର ପ୍ରାଙ୍ଗଣ ମଧ୍ୟରେ ଲୋକମାନେ ଏହା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ।