2 Chronicles 24:22 — Compare Translations
5 translations compared side by side
Odia - 1840
"ରାଜା ୟୋଯାଶ୍ଙ୍କ ପ୍ରତି ଯିହାୟୋଦାରଦା ଯେଉଁ ଦୟା କରିଥିଲେ, ତାହାକୁ ସ୍ମରଣ କଲେ ନାହିଁ। ଯିହାୟୋଦାରଦା ଜିଖରିଯଙ୍କ ପିତା ଥିଲେ। କିନ୍ତୁ ଯୋୟାଶ୍, ଯିହାୟୋଦାରଦାଙ୍କ ପୁତ୍ର ଜିଖରିଯଙ୍କୁ ହତ୍ଯା କଲେ। ଜିଖରିଯ ମୃତ୍ଯୁ ଭୋଗ କରିବା ପୂର୍ବରୁ ଏହିକଥା କହିଲେ, ତୁମ୍ଭମାନେେ ଯାହା କହୁଅଛ, ସଦାପ୍ରଭୁ ତାହା ଦେଖନ୍ତୁ ଓ ତୁମ୍ଭମାନଙ୍କୁ ଦଣ୍ଡ ଦିଅନ୍ତୁ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ତାହାର ପିତା ଯିହୋୟାଦା ଯୋୟାଶ୍ ରାଜାଙ୍କ ପ୍ରତି ଯେଉଁ ଦୟା ପ୍ରକାଶ କରିଥିଲା, ତାହା ସ୍ମରଣ ନ କରି ସେ ତାହାର ପୁତ୍ରକୁ ବଧ କଲେ । ପୁଣି, ସେ ମରଣ କାଳରେ କହିଲା, ସଦାପ୍ରଭୁ ଏଥିପ୍ରତି ଦୃଷ୍ଟିପାତ କରନ୍ତୁ ଓ ତହିଁର ପରିଶୋଧ ନେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଯୋୟାଶଙ୍କ ପ୍ରତି ଯିହୋୟାଦା ଯେଉଁ ଦୟା କରିଥିଲେ, ତାହାକୁ ସ୍ମରଣ କଲେ ନାହିଁ। ଯିହୋୟାଦା ଯିଖରିୟଙ୍କ ପିତା ଥିଲେ। କିନ୍ତୁ ଯୋୟାଶ୍, ଯିହୋୟାଦାଙ୍କ ପୁତ୍ର ଯିଖରିୟଙ୍କୁ ହତ୍ୟା କଲେ। ଯିଖରିୟ ମୃତ୍ୟୁ ଭୋଗ କରିବା ପୂର୍ବରୁ ଏହିକଥା କହିଲେ, “ତୁମ୍ଭେମାନେ ଯାହା କହୁଅଛ, ସଦାପ୍ରଭୁ ତାହା ଦେଖନ୍ତୁ ଓ ତୁମ୍ଭମାନଙ୍କୁ ଦଣ୍ଡ ଦିଅନ୍ତୁ!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ, ତାହାର ପିତା ଯିହୋୟାଦା ଯୋୟାଶ୍ ରାଜାଙ୍କ ପ୍ରତି ଯେଉଁ ଦୟା ପ୍ରକାଶ କରିଥିଲା, ତାହା ସ୍ମରଣ ନ କରି ସେ ତାହାର ପୁତ୍ରକୁ ବଧ କଲେ। ପୁଣି, ସେ ମରଣକାଳରେ କହିଲା, “ସଦାପ୍ରଭୁ ଏଥିପ୍ରତି ଦୃଷ୍ଟିପାତ କରନ୍ତୁ ଓ ତହିଁର ପରିଶୋଧ ନେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ, ତାହାର ପିତା ଯିହୋୟାଦା ଯୋୟାଶ୍ ରାଜାଙ୍କ ପ୍ରତି ଯେଉଁ ଦୟା ପ୍ରକାଶ କରିଥିଲା, ତାହା ସ୍ମରଣ ନ କରି ସେ ତାହାର ପୁତ୍ରକୁ ବଧ କଲେ। ପୁଣି, ସେ ମରଣ କାଳରେ କହିଲା, ସଦାପ୍ରଭୁ ଏଥି ପ୍ରତି ଦୃଷ୍ଟିପାତ କରନ୍ତୁ ଓ ତହିଁର ପରିଶୋଧ ନେଉନ୍ତୁ।