2 Chronicles 24:23 — Compare Translations

5 translations compared side by side

Odia - 1840
"ବର୍ଷର ଶଷେ ଆଡ଼କୁ ଅରାମୀଯ ସୈନ୍ଯଦଳ ୟୋଯାଶ୍ଙ୍କ ବିରୁଦ୍ଧ ରେ ଆସିଲେ। ସମାନେେ ଯିହୁଦା ଓ ୟିରୁଶାଲମକୁ ଆକ୍ରମଣ କଲେ ଏବଂ ଲୋକମାନଙ୍କର ସବୁ ନେତାମାନଙ୍କୁ ହତ୍ଯା କଲେ। ସମାନେେ ସବୁ ବହୁମୂଲ୍ଯ ସାମଗ୍ରୀଗୁଡ଼ିକୁ ଦମ୍ମେଶକର ରାଜାଙ୍କ ନିକଟକୁ ପଠାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ବର୍ଷ ଶେଷରେ ଅରାମୀୟ ସୈନ୍ୟ ତାଙ୍କର ପ୍ରତିକୂଳରେ ଆସିଲେ; ପୁଣି ସେମାନେ ଯିହୁଦା ଓ ଯିରୂଶାଲମକୁ ଆସି ଲୋକମାନଙ୍କ ମଧ୍ୟରୁ ସେମାନଙ୍କ ସମସ୍ତ ଅଧିପତିଙ୍କି ବିନାଶ କଲେ ଓ ସେମାନଙ୍କଠାରୁ ସକଳ ଲୁଟଦ୍ରବ୍ୟ ନେଇ ଦମ୍ମେଶକର ରାଜା ନିକଟକୁ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ଷର ଶେଷ ଆଡ଼କୁ ଅରାମୀୟ ସୈନ୍ୟଦଳ ଯୋୟାଶଙ୍କ ବିରୁଦ୍ଧରେ ଆସିଲେ। ସେମାନେ ଯିହୁଦା ଓ ଯିରୁଶାଲମକୁ ଆକ୍ରମଣ କଲେ ଏବଂ ଲୋକମାନଙ୍କର ସବୁ ନେତାମାନଙ୍କୁ ହତ୍ୟା କଲେ। ସେମାନେ ସବୁ ବହୁମୂଲ୍ୟ ସାମଗ୍ରୀଗୁଡ଼ିକୁ ଦମ୍ମେଶକର ରାଜାଙ୍କ ନିକଟକୁ ପଠାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ବର୍ଷ ଶେଷରେ ଅରାମୀୟ ସୈନ୍ୟ ତାଙ୍କର ପ୍ରତିକୂଳରେ ଆସିଲେ; ପୁଣି ସେମାନେ ଯିହୁଦା ଓ ଯିରୂଶାଲମକୁ ଆସି ଲୋକମାନଙ୍କ ମଧ୍ୟରୁ ସେମାନଙ୍କ ସମସ୍ତ ଅଧିପତିଙ୍କୁ ବିନାଶ କଲେ ଓ ସେମାନଙ୍କଠାରୁ ସକଳ ଲୁଟଦ୍ରବ୍ୟ ନେଇ ଦମ୍ମେଶକର ରାଜା ନିକଟକୁ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ବର୍ଷ ଶେଷରେ ଅରାମୀୟ ସୈନ୍ୟ ତାଙ୍କର ପ୍ରତିକୂଳରେ ଆସିଲେ; ପୁଣି ସେମାନେ ଯିହୁଦା ଓ ଯିରୂଶାଲମକୁ ଆସି ଲୋକମାନଙ୍କ ମଧ୍ୟରୁ ସେମାନଙ୍କ ସମସ୍ତ ଅଧିପତିଙ୍କୁ ବିନାଶ କଲେ ଓ ସେମାନଙ୍କଠାରୁ ସକଳ ଲୁଟ ଦ୍ରବ୍ୟ ନେଇ ଦମ୍ମେଶକର ରାଜା ନିକଟକୁ ପଠାଇଲେ।