2 Chronicles 24:25 — Compare Translations

5 translations compared side by side

Odia - 1840
"ଅରାମୀଯମାନେ ୟୋଯାଶ୍ଙ୍କ ନିକଟରୁ ଯେତବେେଳେ ପ୍ରସ୍ଥାନ କଲେ, ସେ ଗୁରୁତର ଭାବରେ ଆହତ ହାଇେଥିଲେ। ୟୋଯାଶ୍ଙ୍କର ନିଜ ଭୃତ୍ଯମାନେ ତାଙ୍କ ବିରୁଦ୍ଧ ରେ ଷଡ଼ୟନ୍ତ୍ର କଲେ। ଯୋୟାଶ୍ ଯିହାୟୋଦାରଦା ଯାଜକଙ୍କର ପୁତ୍ର ଜିଖରିଯଙ୍କୁ ହତ୍ଯା କରିଥିବାରୁ ସମାନେେ ଏହିପରି କଲେ। ସହେି ଭୃତ୍ଯମାନେ ୟୋଯାଶ୍ଙ୍କୁ ତାଙ୍କର ଶୟ୍ଯା ଉପରେ ହିଁ ବଧ କଲେ। ଯୋୟାଶ୍ ମୃତ୍ଯୁ ଭୋଗ କରିବା ପରେ ଲୋକମାନେ ତାଙ୍କୁ ଦାଉଦଙ୍କ ନଗର ରେ କବର ଦେଲେ, କିନ୍ତୁ ସମାନେେ ତାଙ୍କୁ ରାଜାମାନେ ଯେଉଁ ସ୍ଥାନ ରେ କବର ପାଆନ୍ତି, ସେ ସ୍ଥାନ ରେ କବର ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ତାଙ୍କ ନିକଟରୁ ପ୍ରସ୍ଥାନ କଲା ଉତ୍ତାରେ ତାଙ୍କର ନିଜ ଦାସମାନେ ଯିହୋୟାଦା ଯାଜକର ପୁତ୍ରମାନଙ୍କ ରକ୍ତପାତ ସକାଶୁ ତାଙ୍କ ବିରୁଦ୍ଧରେ ଚକ୍ରା; କରି ତାଙ୍କର ଶଯ୍ୟାରେ ତାଙ୍କୁ ବଧ କରନ୍ତେ, ସେ ମଲେ, କାରଣ ଅରାମୀୟ ସୈନ୍ୟ ତାଙ୍କୁ ମହାପୀଡ଼ିତାବସ୍ଥାରେ ଛାଡ଼ି ଯାଇଥିଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ କବର ଦେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅରାମୀୟମାନେ ଯୋୟାଶଙ୍କ ନିକଟରୁ ଯେତେବେଳେ ପ୍ରସ୍ଥାନ କଲେ, ସେ ଗୁରୁତର ଭାବରେ ଆହତ ହୋଇଥିଲେ। ଯୋୟାଶଙ୍କର ନିଜ ଭୃତ୍ୟମାନେ ତାଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କଲେ। ଯୋୟାଶ୍ ଯିହୋୟାଦା ଯାଜକଙ୍କର ପୁତ୍ର ଯିଖରିୟଙ୍କୁ ହତ୍ୟା କରିଥିବାରୁ ସେମାନେ ଏହିପରି କଲେ। ସେହି ଭୃତ୍ୟମାନେ ଯୋୟାଶଙ୍କୁ ତାଙ୍କର ଶଯ୍ୟା ଉପରେ ହିଁ ବଧ କଲେ। ଯୋୟାଶ୍ ମୃତ୍ୟୁ ଭୋଗ କରିବା ପରେ ଲୋକମାନେ ତାଙ୍କୁ ଦାଉଦଙ୍କ ନଗରରେ କବର ଦେଲେ, କିନ୍ତୁ ସେମାନେ ତାଙ୍କୁ ରାଜାମାନେ ଯେଉଁ ସ୍ଥାନରେ କବର ପାଆନ୍ତି, ସେ ସ୍ଥାନରେ କବର ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ତାଙ୍କ ନିକଟରୁ ପ୍ରସ୍ଥାନ କଲା ଉତ୍ତାରେ ତାଙ୍କର ନିଜ ଦାସମାନେ ଯିହୋୟାଦା ଯାଜକର ପୁତ୍ରମାନଙ୍କ ରକ୍ତପାତ ସକାଶୁ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ଶଯ୍ୟାରେ ତାଙ୍କୁ ବଧ କରନ୍ତେ, ସେ ମଲେ, କାରଣ ଅରାମୀୟ ସୈନ୍ୟ ତାଙ୍କୁ ମହାପୀଡ଼ିତାବସ୍ଥାରେ ଛାଡ଼ି ଯାଇଥିଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ କବର ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)