2 Chronicles 24:26 — Compare Translations

5 translations compared side by side

Odia - 1840
"ୟୋଯାଶ୍ଙ୍କ ବିରୁଦ୍ଧ ରେ ଏହି ଭୃତ୍ଯମାନେ ଷଡ଼ୟନ୍ତ୍ର କରିଥିଲେ; ସାବଦ୍ ଓ ୟିହୋଷାବଦ୍, ସାବଦ୍ଙ୍କ ମାତାଙ୍କର ନାମ ଥିଲା ଶିମିଯତ୍। ଶିମିଯତ୍ ଅମ୍ମାନରେୁ ଆସିଥିଲେ। ଆଉ ୟିହୋଷାବଦ୍ଙ୍କର ମାତାଙ୍କର ନାମ ଥିଲା ଶିମ୍ରୀତ୍। ଶିମ୍ରୀତ୍ ମାୟୋବ୍ରୁ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅମ୍ମୋନୀୟା ଶିମୀୟତର ପୁତ୍ର ସାବଦ୍ ଓ ମୋୟାବ ବଂଶୀୟା ଶିମ୍ରୀତର ପୁତ୍ର ଯିହୋଷାବଦ୍, ଏମାନେ ତାଙ୍କ ବିରୁଦ୍ଧରେ ଚକ୍ରା; କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାଶଙ୍କ ବିରୁଦ୍ଧରେ ଏହି ଭୃତ୍ୟମାନେ ଷଡ଼ଯନ୍ତ୍ର କରିଥିଲେ; ସାବଦ୍ ଓ ଯିହୋଷାବଦ୍। ସାବ‌ଦ୍‌ଙ୍କ ମାତାଙ୍କର ନାମ ଥିଲା ଶିମିୟତ୍। ଶିମିୟତ୍ ଅମ୍ମୋନରୁ ଆସିଥିଲେ। ଆଉ ଯିହୋଶାବ‌ଦଙ୍କର ମାତାଙ୍କର ନାମ ଥିଲା ଶିମ୍ରୀତ୍। ଶିମ୍ରୀତ୍ ମୋୟାବରୁ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅମ୍ମୋନୀୟା ଶିମୀୟତର ପୁତ୍ର ସାବଦ୍‍ ଓ ମୋୟାବ ବଂଶୀୟା ଶିମ୍ରୀତର ପୁତ୍ର ଯିହୋଷାବଦ୍‍, ଏମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଅମ୍ମୋନୀୟା ଶିମୀୟତର ପୁତ୍ର ସାବଦ୍‍ ଓ ମୋୟାବ ବଂଶୀୟା ଶିମ୍ରୀତର ପୁତ୍ର ଯିହୋଷାବଦ୍‍, ଏମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ।