2 Chronicles 24:27 — Compare Translations

5 translations compared side by side

Odia - 1840
"ୟୋଯାଶ୍ଙ୍କ ପୁତ୍ରମାନଙ୍କ କାହାଣୀ, ତାଙ୍କ ବିରୁଦ୍ଧ ରେ ମହାନ୍ ଭବିଷ୍ଯତ୍ବାଣୀଗୁଡ଼ିକ ଓ ସେ କିପରି ପୁନର୍ବାର ପରମେଶ୍ବରଙ୍କ ମନ୍ଦିରର ନିର୍ମାଣ କଲେ, ସହେିସବୁ ରାଜାମାନଙ୍କର ବିବରଣୀ ପୁସ୍ତକରେ ଲଖାୟୋଇ ଅଛି। ଅମତ୍ସିଯ ତାଙ୍କ ଉତ୍ତା ରେ ନୂତନ ରାଜା ହେଲେ। ଅମତ୍ସିଯ ୟୋଯାଶ୍ଙ୍କର ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ପୁତ୍ରମାନଙ୍କ କଥା ଓ ତାଙ୍କ ଉପରେ ରକ୍ଷିତ ଭାର⇧ ଗୁରୁତ୍ଵ ଓ ପରମେଶ୍ଵରଙ୍କ ଗୃହର ପୁନର୍ନିର୍ମାଣ ବିବରଣ, ଦେଖ, ଏସବୁ ରାଜାବଳୀ ପୁସ୍ତକର ଟୀକାରେ ଲିଖିତ ଅଛି । ଏଉତ୍ତାରେ ତାଙ୍କର ପୁତ୍ର ଅମତ୍ସୀୟ ତାଙ୍କ ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାଶଙ୍କ ପୁତ୍ରମାନଙ୍କ କାହାଣୀ, ତାଙ୍କ ବିରୁଦ୍ଧରେ ମହାନ ଭବିଷ୍ୟ‌ଦ୍‌ବାଣୀଗୁଡ଼ିକ ଓ ସେ କିପରି ପୁନର୍ବାର ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କଲେ, ସେହିସବୁ ରାଜାମାନଙ୍କର ବିବରଣୀ ପୁସ୍ତକରେ ଲେଖାଯାଇ ଅଛି। ଅମତ୍‌ସିୟ ତାଙ୍କ ଉତ୍ତାରେ ନୂତନ ରାଜା ହେଲେ। ଅମତ୍‌ସିୟ ଯୋୟାଶଙ୍କର ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କ ପୁତ୍ରମାନଙ୍କ କଥା ଓ ତାଙ୍କ ଉପରେ ଥିବା ଭାରର ଗୁରୁତ୍ୱ ଓ ପରମେଶ୍ୱରଙ୍କ ଗୃହର ପୁନଃନିର୍ମାଣ ବିବରଣ, ଦେଖ, ଏସବୁ ରାଜାବଳୀ ପୁସ୍ତକର ଟୀକାରେ ଲିଖିତ ଅଛି। ଏଉତ୍ତାରେ ତାଙ୍କର ପୁତ୍ର ଅମତ୍‍ସୀୟ ତାଙ୍କ ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କ ପୁତ୍ରମାନଙ୍କ କଥା ଓ ତାଙ୍କ ଉପରେ ଥିବା ଭାରର ଗୁରୁତ୍ୱ ଓ ପରମେଶ୍ୱରଙ୍କ ଗୃହର ପୁନଃନିର୍ମାଣ ବିବରଣ, ଦେଖ, ଏସବୁ ରାଜାବଳୀ ପୁସ୍ତକର ଟୀକାରେ ଲିଖିତ ଅଛି। ଏଉତ୍ତାରେ ତାଙ୍କର ପୁତ୍ର ଅମତ୍‍ସୀୟ ତାଙ୍କ ପଦରେ ରାଜ୍ୟ କଲେ।