2 Chronicles 24:3 — Compare Translations

5 translations compared side by side

Odia - 1840
"ୟିହୋଯାଦା ୟୋଯାଶ୍ଙ୍କ ନିମନ୍ତେ ଦୁଇଜଣ ସ୍ତ୍ରୀ ବାଛିଲେ। ଯୋୟାଶ୍ ପୁତ୍ର ଓ କନ୍ଯାମାନଙ୍କୁ ଜନ୍ମ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋୟାଦା ତାଙ୍କୁ ଦୁଇ କନ୍ୟା ବିବାହ କରାଇଲେ ଓ ତାଙ୍କର ପୁତ୍ର କନ୍ୟା ଜାତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାଦା ଯୋୟାଶଙ୍କ ନିମନ୍ତେ ଦୁଇଜଣ ସ୍ତ୍ରୀ ବାଛିଲେ। ଯୋୟାଶ୍ ପୁତ୍ର ଓ କନ୍ୟାମାନଙ୍କୁ ଜନ୍ମ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋୟାଦା ତାଙ୍କୁ ଦୁଇ କନ୍ୟା ବିବାହ କରାଇଲେ ଓ ତାଙ୍କର ପୁତ୍ରକନ୍ୟା ଜାତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋୟାଦା ତାଙ୍କୁ ଦୁଇ କନ୍ୟା ବିବାହ କରାଇଲେ ଓ ତାଙ୍କର ପୁତ୍ର କନ୍ୟା ଜାତ ହେଲେ।