2 Chronicles 24:4 — Compare Translations

5 translations compared side by side

Odia - 1840
"ପରେ, ଯୋୟାଶ୍ ସଦାପ୍ରଭୁଙ୍କ ମନ୍ଦିରକୁ ପୁନଃନିର୍ମାଣ କରିବା ନିମନ୍ତେ ନିଷ୍ପତ୍ତି ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ସଦାପ୍ରଭୁଙ୍କ ଗୃହର ଜୀର୍ଣ୍ଣସଂସ୍କାର କରିବାକୁ ଯୋୟାଶ୍ଙ୍କର ମନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରେ, ଯୋୟାଶ୍ ସଦାପ୍ରଭୁଙ୍କ ମନ୍ଦିରକୁ ପୁନଃନିର୍ମାଣ କରିବା ନିମନ୍ତେ ନିଷ୍ପତ୍ତି ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁଙ୍କ ଗୃହର ମରାମତି କରିବାକୁ ଯୋୟାଶ୍‍ଙ୍କର ମନ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁଙ୍କ ଗୃହର ମରାମତି କରିବାକୁ ଯୋୟାଶ୍‍ଙ୍କର ମନ ହେଲା।