2 Chronicles 24:6 — Compare Translations

5 translations compared side by side

Odia - 1840
"ତେଣୁ ରାଜ ଯୋୟାଶ୍ ମୁଖ୍ଯଯାଜକ ଯିହାୟୋଦାରଦାଙ୍କୁ ଡ଼କାଇଲେ। ରାଜା କହିଲେ, ଯିହାୟୋଦାରଦା, ଯିହୁଦା ଓ ୟିରୁଶାଲମରୁ ସଂଗୃହିତ ଖଜଣା ଆଣିବାକୁ ତୁମ୍ଭେ କାହିଁକି ଲବେୀୟମାନଙ୍କୁ ପଠାଉ ନାହିଁ? ସଦାପ୍ରଭୁଙ୍କ ଦାସ ମାଶାେ ଓ ଇଶ୍ରାୟେଲର ଲୋକମାନେ ସହେି ଖଜଣାକୁ ପବିତ୍ର ତମ୍ବୁ ନିମନ୍ତେ ବ୍ଯବହାର କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, ସାକ୍ଷ୍ୟ-ତମ୍ଵୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ମଣ୍ତଳୀ ଦ୍ଵାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜ ଯୋୟାଶ୍ ମୁଖ୍ୟଯାଜକ ଯିହୋୟାଦାଙ୍କୁ ଡକାଇଲେ। ରାଜା କହିଲେ, “ଯିହୋୟାଦା, ଯିହୁଦା ଓ ଯିରୁଶାଲମରୁ ସଂଗୃହୀତ ଖଜଣା ଆଣିବାକୁ ତୁମ୍ଭେ କାହିଁକି ଲେବୀୟମାନଙ୍କୁ ପଠାଉ ନାହଁ? ସଦାପ୍ରଭୁଙ୍କ ଦାସ ମୋଶା ଓ ଇସ୍ରାଏଲର ଲୋକମାନେ ସେହି ଖଜଣାକୁ ପବିତ୍ର ତମ୍ବୁ ନିମନ୍ତେ ବ୍ୟବହାର କରୁଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, “ସାକ୍ଷ୍ୟ-ତମ୍ବୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ମଣ୍ଡଳୀ ଦ୍ୱାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ?”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, ସାକ୍ଷ୍ୟ-ତମ୍ବୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ ମଣ୍ଡଳୀ ଦ୍ୱାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ?