2 Chronicles 24:7 — Compare Translations

5 translations compared side by side

Odia - 1840
"ଅତୀତ ରେ, ଅଥଲିଯାଙ୍କ ପୁତ୍ରମାନେ ପରମେଶ୍ବରଙ୍କ ମନ୍ଦିର ଭାଙ୍ଗି ଭିତ ରେ ପ୍ରବେଶ କରିଥିଲେ। ସଦାପ୍ରଭୁଙ୍କ ମନ୍ଦିରର ପବିତ୍ର ସାମଗ୍ରୀଗୁଡ଼ିକୁ ସମାନେେ ବାଲ୍-ଦବଗେଣର ପୂଜା କରିବା ନିମନ୍ତେ ବ୍ଯବହାର କରିଥିଲେ। ଅଥଲିଯା ଜଣେ ଅତି ଦୁଷ୍ଟା ସ୍ତ୍ରୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେହି ଦୁଷ୍ଟା ସ୍ତ୍ରୀ ଅଥଲୀୟାର ପୁତ୍ରମାନେ ପରମେଶ୍ଵରଙ୍କ ଗୃହ ଭଗ୍ନ କରିଥିଲେ; ମଧ୍ୟ ସଦାପ୍ରଭୁଙ୍କ ଗୃହର ସମସ୍ତ ପବିତ୍ରୀକୃତ ବସ୍ତୁ ବାଲ୍ ଦେବଗଣକୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅତୀତରେ, ଅଥଲିୟାଙ୍କ ପୁତ୍ରମାନେ ପରମେଶ୍ୱରଙ୍କ ମନ୍ଦିର ଭାଙ୍ଗି ଭିତରେ ପ୍ରବେଶ କରିଥିଲେ। ସଦାପ୍ରଭୁଙ୍କ ମନ୍ଦିରର ପବିତ୍ର ସାମଗ୍ରୀଗୁଡ଼ିକୁ ସେମାନେ ବାଲ୍-ଦେବଗଣର ପୂଜା କରିବା ନିମନ୍ତେ ବ୍ୟବହାର କରିଥିଲେ। ଅଥଲିୟା ଜଣେ ଅତି ଦୁଷ୍ଟା ସ୍ତ୍ରୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେହି ଦୁଷ୍ଟା ସ୍ତ୍ରୀ ଅଥଲୀୟାର ପୁତ୍ରମାନେ ପରମେଶ୍ୱରଙ୍କ ଗୃହ ଭଗ୍ନ କରିଥିଲେ; ମଧ୍ୟ ସଦାପ୍ରଭୁଙ୍କ ଗୃହର ସମସ୍ତ ପବିତ୍ରୀକୃତ ବସ୍ତୁ ବାଲ୍‍ ଦେବଗଣକୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେହି ଦୁଷ୍ଟା ସ୍ତ୍ରୀ ଅଥଲୀୟାର ପୁତ୍ରମାନେ ପରମେଶ୍ୱରଙ୍କ ଗୃହ ଭଗ୍ନ କରିଥିଲେ; ମଧ୍ୟ ସଦାପ୍ରଭୁଙ୍କ ଗୃହର ସମସ୍ତ ପବିତ୍ରୀକୃତ ବସ୍ତୁ ବାଲ୍‍ ଦେବଗଣକୁ ଦେଲେ।