2 Chronicles 24:8 — Compare Translations
5 translations compared side by side
Odia - 1840
"ରାଜା ଯୋୟାଶ୍ ଏକ ବାକ୍ସ ନିର୍ମାଣ କରିବାକୁ ଓ ସଦାପ୍ରଭୁଙ୍କ ମନ୍ଦିର ଦ୍ବାରର ବାହାର ପାଶର୍ବ ରେ ରଖିବାକୁ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ଏହିପରି ଆଜ୍ଞା କରନ୍ତେ, ସେମାନେ ଏକ ସିନ୍ଦୁକ ନିର୍ମାଣ କରି ବାହାରେ ସଦାପ୍ରଭୁଙ୍କ ଗୃହର ଦ୍ଵାର ନିକଟରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଯୋୟାଶ୍ ଏକ ବାକ୍ସ ନିର୍ମାଣ କରିବାକୁ ଓ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାରର ବାହାର ପାର୍ଶ୍ୱରେ ରଖିବାକୁ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜା ଏହିପରି ଆଜ୍ଞା କରନ୍ତେ, ସେମାନେ ଏକ ସିନ୍ଦୁକ ନିର୍ମାଣ କରି ବାହାରେ ସଦାପ୍ରଭୁଙ୍କ ଗୃହର ଦ୍ୱାର ନିକଟରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ରାଜା ଏହିପରି ଆଜ୍ଞା କରନ୍ତେ, ସେମାନେ ଏକ ସିନ୍ଦୁକ ନିର୍ମାଣ କରି ବାହାରେ ସଦାପ୍ରଭୁଙ୍କ ଗୃହର ଦ୍ୱାର ନିକଟରେ ରଖିଲେ।