2 Chronicles 24:9 — Compare Translations

5 translations compared side by side

Odia - 1840
"ଏହାପରେ ଲବେୀୟମାନେ ଯିହୁଦା ଓ ୟିରୁଶାଲମ ରେ ଏକ ଘୋଷଣା କଲେ। ସମାନେେ ସଦାପ୍ରଭୁଙ୍କ ନିମନ୍ତେ ଖଜଣା ଦବୋକୁ ଲୋକମାନଙ୍କୁ କହିଲେ। ଇଶ୍ରାୟେଲର ଲୋକମାନେ ମରଭୂମିରେ ଥିବା ସମୟରେ ପରମେଶ୍ବରଙ୍କ ଦାସ ମାଶାେ ସମାନଙ୍କେୁ ଖଜଣା ଦବୋକୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପରମେଶ୍ଵରଙ୍କ ସେବକ ମୋଶା ପ୍ରାନ୍ତରରେ ଇସ୍ରାଏଲ ଉପରେ ଯେଉଁ କର ବସାଇଥିଲେ, ତାହା ସଦାପ୍ରଭୁଙ୍କ ନିମନ୍ତେ ଆଣିବା ପାଇଁ ସେମାନେ ଯିହୁଦା ଓ ଯିରୂଶାଲମରେ ଘୋଷଣା କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲେବୀୟମାନେ ଯିହୁଦା ଓ ଯିରୁଶାଲମରେ ଏକ ଘୋଷଣା କଲେ। ସେମାନେ ସଦାପ୍ରଭୁଙ୍କ ନିମନ୍ତେ ଖଜଣା ଦେବାକୁ ଲୋକମାନଙ୍କୁ କହିଲେ। ଇସ୍ରାଏଲର ଲୋକମାନେ ମରୁଭୂମିରେ ଥିବା ସମୟରେ ପରମେଶ୍ୱରଙ୍କ ଦାସ ମୋଶା ସେମାନଙ୍କୁ ଖଜଣା ଦେବାକୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପରମେଶ୍ୱରଙ୍କ ସେବକ ମୋଶା ପ୍ରାନ୍ତରରେ ଇସ୍ରାଏଲ ଉପରେ ଯେଉଁ କର ବସାଇଥିଲେ, ତାହା ସଦାପ୍ରଭୁଙ୍କ ନିମନ୍ତେ ଆଣିବା ପାଇଁ ସେମାନେ ଯିହୁଦା ଓ ଯିରୂଶାଲମରେ ଘୋଷଣା କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପରମେଶ୍ୱରଙ୍କ ସେବକ ମୋଶା ପ୍ରାନ୍ତରରେ ଇସ୍ରାଏଲ ଉପରେ ଯେଉଁ କର ବସାଇଥିଲେ, ତାହା ସଦାପ୍ରଭୁଙ୍କ ନିମନ୍ତେ ଆଣିବା ପାଇଁ ସେମାନେ ଯିହୁଦା ଓ ଯିରୂଶାଲମରେ ଘୋଷଣା କରାଇଲେ।