2 Chronicles 25:1 — Compare Translations
5 translations compared side by side
Odia - 1840
"ଅମତ୍ସିଯ ରାଜା ହବୋ ସମୟରେ ପଚିଶ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଅଣତିରିଶ ବର୍ଷ ରାଜତ୍ବ କଲେ। ତାଙ୍କ ମାତାଙ୍କର ନାମ ଥିଲା ୟିହୋଯଦ୍ଦନ୍। ୟିହୋଯଦ୍ଦନ୍ ୟିରୁଶାଲମରୁ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅମତ୍ସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ଅମତ୍ସିୟ ଅମତ୍ସିୟ ରାଜା ହେବା ସମୟରେ ପଚିଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଅଣତିରିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ଯିହୋୟଦ୍ଦନ୍। ଯିହୋୟଦ୍ଦନ୍ ଯିରୁଶାଲମରୁ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅମତ୍ସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଅମତ୍ସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ।