2 Chronicles 25:10 — Compare Translations

5 translations compared side by side

Odia - 1840
"ତେଣୁ ଅମତ୍ସିଯ ଇଶ୍ରାୟେଲୀୟ ସୈନ୍ଯମାନଙ୍କୁ ସମାନଙ୍କେ ଗୃହକୁ, ଇଫ୍ରଯିମକୁ ଫରୋଇ ଦେଲେ। ସହେି ଲୋକମାନେ ରାଜା ଓ ଯିହୁଦାର ଲୋକମାନଙ୍କ ଉପରେ ଭୟଙ୍କର କୋରଧ କଲେ। ସମାନେେ ଅତ୍ଯନ୍ତ କୋରଧାନ୍ବିତ ହାଇେ ଗୃହକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଅମତ୍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ଵଳିତ ହେଲା ଓ ସେମାନେ ପ୍ରଚଣ୍ତ କ୍ରୋଧରେ ଗୃହକୁ ଫେରିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅମତ୍‌ସିୟ ଇସ୍ରାଏଲୀୟ ସୈନ୍ୟମାନଙ୍କୁ ସେମାନଙ୍କ ଗୃହକୁ, ଇଫ୍ରୟିମକୁ ଫେରାଇ ଦେଲେ। ସେହି ଲୋକମାନେ ରାଜା ଓ ଯିହୁଦାର ଲୋକମାନଙ୍କ ଉପରେ ଭୟଙ୍କର କ୍ରୋଧ କଲେ। ସେମାନେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇ ଗୃହକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଅମତ୍‍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ୱଳିତ ହେଲା ଓ ସେମାନେ ପ୍ରଚଣ୍ଡ କ୍ରୋଧରେ ଗୃହକୁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଅମତ୍‍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ୱଳିତ ହେଲା ଓ ସେମାନେ ପ୍ରଚଣ୍ଡ କ୍ରୋଧରେ ଗୃହକୁ ଫେରିଗଲେ।