2 Chronicles 25:11 — Compare Translations
5 translations compared side by side
Odia - 1840
"ଏହାପରେ ଅମତ୍ସିଯ ଅତ୍ଯନ୍ତ ସାହସୀ ହାଇେ ଉଠିଲେ ଓ ତାଙ୍କର ସୈନ୍ଯଦଳକୁ ଲବଣ-ଉପତ୍ୟକାକୁ କଢ଼ାଇ ନେଲେ। ସହେି ସ୍ଥାନ ରେ, ଅମତ୍ସିଯଙ୍କ ସୈନ୍ଯଦଳ ସଯେୀରର 10,000 ଲୋକଙ୍କୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅମତ୍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ-ଉପତ୍ୟକାକୁ କଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅମତ୍ସିୟ ଅତ୍ୟନ୍ତ ସାହସୀ ହୋଇ ଉଠିଲେ ଓ ତାଙ୍କର ସୈନ୍ୟଦଳକୁ ଲବଣଉପତ୍ୟକାକୁ କଢ଼ାଇ ନେଲେ। ସେହି ସ୍ଥାନରେ, ଅମତ୍ସିୟଙ୍କ ସୈନ୍ୟଦଳ ସେୟୀରର 10,000 ଲୋକଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅମତ୍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଅମତ୍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।