2 Chronicles 25:14 — Compare Translations
5 translations compared side by side
Odia - 1840
"ଅମତ୍ସିଯ ଇଦୋମୀଯ ଲୋକମାନଙ୍କୁ ପରାସ୍ତ କରିବା ପରେ ଗୃହକୁ ବାହୁଡ଼ି ଆସିଲେ। ସଯେୀରର ଲୋକମାନେ ଯେଉଁ ଦବେ ପ୍ରତିମାକୁ ପୂଜା କରୁଥିଲେ, ସଗେୁଡ଼ିକୁ ସଙ୍ଗ ରେ ଆଣିଥିଲେ। ଅମତ୍ସିଯ ସହେି ଦବେ ପ୍ରତିମାକୁ ପୂଜା କରିବାକୁ ଆରମ୍ଭ କଲେ। ସେ ସହେି ଦବେତାମାନଙ୍କର ସମ୍ମୁଖ ରେ ପ୍ରଣିପାତ କଲେ ଓ ସେ ସମାନଙ୍କେର ନିକଟରେ ଧୂପ ଜ୍ବଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅମତ୍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମତ୍ସିୟ ଇଦୋମୀୟ ଲୋକମାନଙ୍କୁ ପରାସ୍ତ କରିବା ପରେ ଗୃହକୁ ବାହୁଡ଼ି ଆସିଲେ। ସେୟୀରର ଲୋକମାନେ ଯେଉଁ ଦେବ ପ୍ରତିମାକୁ ପୂଜା କରୁଥିଲେ, ସେଗୁଡ଼ିକୁ ସଙ୍ଗରେ ଆଣିଥିଲେ। ଅମତ୍ସିୟ ସେହି ଦେବ ପ୍ରତିମାକୁ ପୂଜା କରିବାକୁ ଆରମ୍ଭ କଲେ। ସେ ସେହି ଦେବତାମାନଙ୍କର ସମ୍ମୁଖରେ ପ୍ରଣିପାତ କଲେ ଓ ସେ ସେମାନଙ୍କର ନିକଟରେ ଧୂପ ଜ୍ୱଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅମତ୍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ଅମତ୍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।