2 Chronicles 25:17 — Compare Translations

5 translations compared side by side

Odia - 1840
"ଯିହୁଦାର ରାଜା ଅମତ୍ସିଯ, ତାଙ୍କର ପରାମର୍ଶଦାତାମାନଙ୍କ ସହିତ ଆଲୋଚନା କଲେ। ଏହାପରେ ସେ ଇଶ୍ରାୟେଲର ରାଜା ୟୋଯାଶ୍ଙ୍କ ନିକଟକୁ ଏକ ବାର୍ତ୍ତା ପଠାଇଲେ। ଯୋୟାଶ୍ ୟିହୋଯାହସଙ୍କର ପୁତ୍ର ଥିଲେ। ଯିହାୟୋଦାରହସ ଯହେୂଙ୍କ ପୁତ୍ର ଥିଲେ। ଅମତ୍ସିଯ ୟୋଯାଶ୍ଙ୍କୁ କହିଲେ, ଆସ, ପରସ୍ପରକୁ ସାମ୍ନା-ସାମ୍ନି ଭଟେିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୁଦାର ରାଜା ଅମତ୍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କ ନିକଟକୁ ଲୋକ ପଠାଇ କହିଲେ, ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ଅମତ୍‌ସିୟ, ତାଙ୍କର ପରାମର୍ଶଦାତାମାନଙ୍କ ସହିତ ଆଲୋଚନା କଲେ। ଏହା ପରେ ସେ ଇସ୍ରାଏଲର ରାଜା ଯୋୟାଶଙ୍କ ନିକଟକୁ ଏକ ବାର୍ତ୍ତା ପଠାଇଲେ। ଯୋୟାଶ୍ ଯିହୋୟାହସଙ୍କର ପୁତ୍ର ଥିଲେ। ଯିହୋୟାହସ୍ ଯେହୂଙ୍କ ପୁତ୍ର ଥିଲେ। ଅମତ୍‌ସିୟ ଯୋୟାଶଙ୍କୁ କହିଲେ, “ଆସ, ପରସ୍ପରକୁ ସାମ୍ନା-ସାମ୍ନି ଭେଟିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୁଦାର ରାଜା ଅମତ୍‍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସ୍‍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍‍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୁଦାର ରାଜା ଅମତ୍‍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସ୍‍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍‍ଙ୍କ ନିକଟକୁ ଲୋକ ପଠାଇ କହିଲେ, ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।