2 Chronicles 25:19 — Compare Translations

5 translations compared side by side

Odia - 1840
"ତୁମ୍ଭେ ନିଜକୁ କହିଲା, 'ମୁଁ ଇଦୋମକୁ ପରାଜିତ କରିଦଲେି!' ତୁମ୍ଭେ ଗର୍ବୀ ଓ ଅତ୍ଯନ୍ତ ଦର୍ପୀ। କିନ୍ତୁ ତୁମ୍ଭେ ଗୃହ ରେ ରହିବା ଉଚିତ୍। ତୁମ୍ଭର ଦୁର୍ଭାଗ୍ଯ ଭୋଗିବା ଦରକାର ନାହିଁ। ଯଦି ତୁମ୍ଭେ ମାେ ସହିତ ୟୁଦ୍ଧ କରିବ, ତବେେ ତୁମ୍ଭେ ଓ ଯିହୁଦା ନଷ୍ଟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିଜକୁ କହିଲ, ‘ମୁଁ ଇଦୋମକୁ ପରାଜିତ କରିଦେଲି!’ ତୁମ୍ଭେ ଗର୍ବୀ ଓ ଅତ୍ୟନ୍ତ ଦର୍ପୀ। କିନ୍ତୁ ତୁମ୍ଭେ ଗୃହରେ ରହିବା ଉଚିତ୍। ତୁମ୍ଭର ଦୁର୍ଭାଗ୍ୟ ଭୋଗିବା ଦରକାର ନାହିଁ। ଯଦି ତୁମ୍ଭେ ମୋ’ ସହିତ ଯୁଦ୍ଧ କରିବ, ତେବେ ତୁମ୍ଭେ ଓ ଯିହୁଦା ନଷ୍ଟ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”
Odia IRV 2017 (ଓଡିଆ ବାଇବେଲ)