2 Chronicles 25:2 — Compare Translations

5 translations compared side by side

Odia - 1840
"ଅମତ୍ସିଯ ସଦାପ୍ରଭୁଙ୍କର ଇଚ୍ଛାନୁୟାଯୀ କର୍ମ କଲେ। କିନ୍ତୁ ସେ ଆପଣାର ସମ୍ପୂର୍ଣ୍ଣ ହୃଦଯର ସହିତ ତାହା କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ସିଦ୍ଧ ଅନ୍ତଃକରଣରେ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅମତ୍‌ସିୟ ସଦାପ୍ରଭୁଙ୍କର ଇଚ୍ଛାନୁଯାୟୀ କର୍ମ କଲେ। କିନ୍ତୁ ସେ ଆପଣାର ସମ୍ପୂର୍ଣ୍ଣ ହୃଦୟର ସହିତ ତାହା କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ସିଦ୍ଧ ଅନ୍ତଃକରଣରେ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ସିଦ୍ଧ ଅନ୍ତଃକରଣରେ କଲେ ନାହିଁ।