2 Chronicles 25:20 — Compare Translations

5 translations compared side by side

Odia - 1840
"କିନ୍ତୁ ଅମତ୍ସିଯ ତାହା ଶୁଣିଲେ ନାହିଁ। ଏହା ପରମେଶ୍ବରଙ୍କ ଆଡ଼ୁ ହେଲା। ପରମେଶ୍ବର ଇଶ୍ରାୟେଲ ଦ୍ବାରା ଯିହୁଦାକୁ ପରାସ୍ତ କରିବାକୁ ଯୋଜନା କରିଥିଲେ, କାରଣ ଯିହୁଦାର ଲୋକମାନେ ଇଦୋମର ଲୋକମାନଙ୍କ ଦବେତାର ଅନୁଗାମୀ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ଵେଷଣ କରିବା ହେତୁରୁ ପରମେଶ୍ଵର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟନା ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅମତ୍‌ସିୟ ତାହା ଶୁଣିଲେ ନାହିଁ। ଏହା ପରମେଶ୍ୱରଙ୍କ ଆଡ଼ୁ ହେଲା। ପରମେଶ୍ୱର ଇସ୍ରାଏଲ ଦ୍ୱାରା ଯିହୁଦାକୁ ପରାସ୍ତ କରିବାକୁ ଯୋଜନା କରିଥିଲେ, କାରଣ ଯିହୁଦାର ଲୋକମାନେ ଇଦୋମର ଲୋକମାନଙ୍କ ଦେବତାର ଅନୁଗାମୀ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ୱେଷଣ କରିବା ହେତୁରୁ ପରମେଶ୍ୱର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟଣା ହେଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ୱେଷଣ କରିବା ହେତୁରୁ ପରମେଶ୍ୱର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟଣା ହେଲା।