2 Chronicles 25:21 — Compare Translations
5 translations compared side by side
Odia - 1840
"ତେଣୁ ଇଶ୍ରାୟେଲର ରାଜା ଯୋଯାଶ୍ ବୈଥ୍-ଶମେଶ୍ ସହର ରେ ଯିହୁଦାର ରାଜା ଅମତ୍ସିଯଙ୍କୁ ସାମ୍ନା-ସାମ୍ନି ହାଇେ ଭଟେିଲେ। ବୈଥ୍-ଶମେଶ୍ ଯିହୁଦାର ଅଞ୍ଚଳ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବୈଥ୍ଶେମଶ୍ରେ ସେ ଓ ଯିହୁଦାର ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲର ରାଜା ଯୋୟାଶ୍ ବୈଥ୍-ଶେମଶ୍ ସହରରେ ଯିହୁଦାର ରାଜା ଅମତ୍ସିୟଙ୍କୁ ସାମ୍ନା-ସାମ୍ନି ହୋଇ ଭେଟିଲେ। ବୈଥ୍-ଶେମଶ୍ ଯିହୁଦାର ଅଞ୍ଚଳ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦାର ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦାର ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।