2 Chronicles 25:24 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ମନ୍ଦିର ରେ ଏବଂ ରାଜାଙ୍କ ପ୍ରାସାଦ ରେ ସୁନା, ରୂପା ଓ ଆହୁରି ଅନକେ ସାମଗ୍ରୀ ସବୁ ରହିଥିଲା। ଓବେଦ୍-ଇଦୋମ ଏହି ସମସ୍ତର ଦାଯିତ୍ବ ରେ ଥିଲେ। କିନ୍ତୁ ଯୋୟାଶ୍ ସହେି ସବୁତକ ସାମଗ୍ରୀ ନଇଗେଲେ। ଏହାପରେ ଯୋୟାଶ୍ କିଛି ଲୋକଙ୍କୁ ବନ୍ଦୀକରି ନଇଗେଲେ ଓ ଶମରିଯାକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପରମେଶ୍ଵରଙ୍କ ଗୃହରେ ଓବେଦ୍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ମନ୍ଦିରରେ ଏବଂ ରାଜାଙ୍କ ପ୍ରାସାଦରେ ସୁନା, ରୂପା ଓ ଆହୁରି ଅନେକ ସାମଗ୍ରୀ ସବୁ ରହିଥିଲା। ଓବେଦ୍-ଇଦୋମ ଏହି ସମସ୍ତର ଦାୟିତ୍ୱରେ ଥିଲେ। କିନ୍ତୁ ଯୋୟାଶ୍ ସେହି ସବୁତକ ସାମଗ୍ରୀ ନେଇଗଲେ। ଏହା ପରେ ଯୋୟାଶ୍ କିଛି ଲୋକଙ୍କୁ ବନ୍ଦୀକରି ନେଇଗଲେ ଓ ଶମରିୟାକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପରମେଶ୍ୱରଙ୍କ ଗୃହରେ ଓବେଦ୍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପରମେଶ୍ୱରଙ୍କ ଗୃହରେ ଓବେଦ୍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ।