2 Chronicles 25:26 — Compare Translations

5 translations compared side by side

Odia - 1840
"ଅମତ୍ସିଯ ଅନ୍ୟ ଯେଉଁ ସମସ୍ତ କର୍ମ କରିଥିଲେ, ତାହା ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଯିହୁଦା ଓ ଇଶ୍ରାୟେଲର ରାଜାମାନଙ୍କର ପୁସ୍ତକ ରେ ଲଖାୟୋଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟ; ବୃତ୍ତା; କʼଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଅମତ୍‌ସିୟ ଅନ୍ୟ ଯେଉଁ ସମସ୍ତ କର୍ମ କରିଥିଲେ, ତାହା ଆରମ୍ଭରୁ ଶେଷ ପର୍ଯ୍ୟନ୍ତ “ଯିହୁଦା ଓ ଇସ୍ରାଏଲର ରାଜାମାନଙ୍କର ପୁସ୍ତକରେ” ଲେଖାଯାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଅମତ୍‍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟନ୍ତ ବୃତ୍ତାନ୍ତ କʼଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ଅମତ୍‍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟନ୍ତ ବୃତ୍ତାନ୍ତ କ’ଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲେଖା ନାହିଁ?