2 Chronicles 25:27 — Compare Translations

5 translations compared side by side

Odia - 1840
"ଯେତବେେଳେ ଅମତ୍ସିଯ ସଦାପ୍ରଭୁଙ୍କର ବାଧ୍ଯ ହବୋ ବନ୍ଦ କରି ଦେଲେ, ୟିରୁଶାଲମର ଲୋକମାନେ ଅମତ୍ସିଯଙ୍କ ବିରୁଦ୍ଧ ରେ ଷଡ଼ୟନ୍ତ୍ର କଲେ। ସେ ଲାଖୀଶ୍ ସହରକୁ ଲୋକମାନଙ୍କୁ ପଠାଇଲେ ଓ ସମାନେେ ସଠାେରେ ଅମତ୍ସିଯଙ୍କୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅମତ୍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରା; କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଅମତ୍‌ସିୟ ସଦାପ୍ରଭୁଙ୍କର ବାଧ୍ୟ ହେବା ବନ୍ଦ କରିଦେଲେ, ଯିରୁଶାଲମର ଲୋକମାନେ ଅମତ୍‌ସିୟଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କଲେ। ସେ ଲାଖୀଶ୍ ସହରକୁ ଲୋକମାନଙ୍କୁ ପଠାଇଲେ ଓ ସେମାନେ ସେଠାରେ ଅମତ୍‌ସିୟଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅମତ୍‍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍‍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଅମତ୍‍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍‍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।