2 Chronicles 25:28 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ଅମତ୍ସିଯଙ୍କ ଶରୀରକୁ ଅଶ୍ବ ପୃଷ୍ଠ ରେ ବୋହି ନେଲେ ଓ ତାଙ୍କୁ ତାଙ୍କର ପୂର୍ବପୁରୁଷଗଣ ସହିତ ଯିହୁଦା ନଗର ରେ କବର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଅଶ୍ଵମାନଙ୍କ ଉପରେ ତାଙ୍କୁ ଆଣି ଯିହୁଦା-ନଗରରେ ତାଙ୍କର ପିତୃଗଣ ସହିତ ତାଙ୍କୁ କବର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ଅମତ୍‌ସିୟଙ୍କ ଶରୀରକୁ ଅଶ୍ୱ ପୃଷ୍ଠରେ ବୋହି ନେଲେ ଓ ତାଙ୍କୁ ତାଙ୍କର ପୂର୍ବପୁରୁଷଗଣ ସହିତ ଯିହୁଦା ନଗରରେ କବର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଅଶ୍ୱମାନଙ୍କ ଉପରେ ତାଙ୍କୁ ଆଣି ଯିହୁଦା-ନଗରରେ ତାଙ୍କର ପିତୃଗଣ ସହିତ ତାଙ୍କୁ କବର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଅଶ୍ୱମାନଙ୍କ ଉପରେ ତାଙ୍କୁ ଆଣି ଯିହୁଦା-ନଗରରେ ତାଙ୍କର ପିତୃଗଣ ସହିତ ତାଙ୍କୁ କବର ଦେଲେ।