2 Chronicles 25:3 — Compare Translations
5 translations compared side by side
Odia - 1840
"ଅମତ୍ସିଯ ଜଣେ ପରାକ୍ରମୀ ରାଜା ହେଲେ। ଏହାପରେ ଯେଉଁ ପଦାଧିକାରୀମାନେ ତାଙ୍କର ପିତା, ରାଜାଙ୍କୁ ହତ୍ଯା କରିଥିଲେ, ସେ ସହେି ପଦାଧିକାରୀମାନଙ୍କୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମତ୍ସିୟ ଜଣେ ପରାକ୍ରମୀ ରାଜା ହେଲେ। ଏହା ପରେ ଯେଉଁ ପଦାଧିକାରୀମାନେ ତାଙ୍କର ପିତା, ରାଜାଙ୍କୁ ହତ୍ୟା କରିଥିଲେ, ସେ ସେହି ପଦାଧିକାରୀମାନଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।