2 Chronicles 25:4 — Compare Translations
5 translations compared side by side
Odia - 1840
"କିନ୍ତୁ ଅମତ୍ସିଯ ସହେି ପଦାଧିକାରୀମାନଙ୍କର ସନ୍ତାନମାନଙ୍କୁ ହତ୍ଯା କଲେ ନାହିଁ; କାହିଁକି? ସେ ମାଶାଙ୍କେ ପୁସ୍ତକରେ ଲିଖିତ ନିଯମକୁ ମାନିଲେ। ସଦାପ୍ରଭୁ ଆଦେଶ ଦଇେଥିଲେ, ପିତାମାତାମାନଙ୍କୁ ସମାନଙ୍କେ ସନ୍ତାନମାନଙ୍କର ଅପରାଧ ପାଇଁ ହତ୍ଯା କରାୟିବ ନାହିଁ। ଆଉ ସନ୍ତାନମାନଙ୍କୁ ସମାନଙ୍କେ ପିତାମାତାଙ୍କର ଅପରାଧ ପାଇଁ ହତ୍ଯା କରାୟିବ ନାହିଁ। ଜଣେ ବ୍ଯକ୍ତିକୁ କବଳେ ତା'ର ନିଜର ମନ୍ଦକର୍ମ ପାଇଁ ହତ୍ଯା କରାୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ତ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ତ ହେବ ନାହିଁ, କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁ ଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅମତ୍ସିୟ ସେହି ପଦାଧିକାରୀମାନଙ୍କର ସନ୍ତାନମାନଙ୍କୁ ହତ୍ୟା କଲେ ନାହିଁ, କାରଣ ସେ ମୋଶାଙ୍କ ପୁସ୍ତକରେ ଲିଖିତ ନିୟମକୁ ମାନିଲେ। ସଦାପ୍ରଭୁ ଆଦେଶ ଦେଇଥିଲେ, “ପିତାମାତାମାନଙ୍କୁ ସେମାନଙ୍କ ସନ୍ତାନମାନଙ୍କର ଅପରାଧ ପାଇଁ ହତ୍ୟା କରାଯିବ ନାହିଁ। ଆଉ ସନ୍ତାନମାନଙ୍କୁ ସେମାନଙ୍କ ପିତାମାତାଙ୍କର ଅପରାଧ ପାଇଁ ହତ୍ୟା କରାଯିବ ନାହିଁ। ଜଣେ ବ୍ୟକ୍ତିକୁ କେବଳ ତା’ର ନିଜର ମନ୍ଦକର୍ମ ପାଇଁ ହତ୍ୟା କରାଯିବା ଉଚିତ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; “ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ,” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ, କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁ ଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।