2 Chronicles 25:5 — Compare Translations

5 translations compared side by side

Odia - 1840
"ଅମତ୍ସିଯ ଯିହୁଦାର ଲୋକମାନଙ୍କୁ ଏକତ୍ର ଠୁଳ କଲେ, ସେ ସମାନଙ୍କେ ବଂଶାନୁୟାଯୀ ସମାନଙ୍କେୁ ଦଳଭୁକ୍ତ କଲେ ଓ ସେ ସନୋଧ୍ଯକ୍ଷ ଓ ସନୋପତିମାନଙ୍କୁ ସହେି ଦଳଗୁଡ଼ିକର ଦାଯିତ୍ବ ରେ ରଖିଲେ। ସହେି ନେତାମାନେ ଯିହୁଦା ଓ ବିନ୍ଯାମୀନର ଆଗତ ସମସ୍ତ ସୈନ୍ଯମାନଙ୍କର ଦାଯିତ୍ବ ରେ ଥିଲେ। ଯେଉଁ ବ୍ଯକ୍ତିମାନଙ୍କୁ ସୈନ୍ଯରୂପେ ମନୋନୀତ କରାୟାଇଥିଲା, ସମାନେେ କୋଡ଼ିଏ ବର୍ଷ ବା ତଦୁର୍ଦ୍ଧ ବଯସର ଥିଲେ। ସର୍ବ ମାଟେ 3,00,000 ଦକ୍ଷ ସୈନ୍ଯମାନେ ବର୍ଚ୍ଛା ଓ ଢ଼ାଲ ସହିତ ୟୁଦ୍ଧ କରିବା ନିମନ୍ତେ ପ୍ରସ୍ତୁତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଅମତ୍ସୀୟ ଯିହୁଦା-ବଂଶକୁ ଏକତ୍ର କଲେ, ପୁଣି ସମସ୍ତ ଯିହୁଦା ଓ ବିନ୍ୟାମୀନର ପିତୃବଂଶାନୁସାରେ ସହସ୍ରପତି ଓ ଶତପତିମାନଙ୍କ ଅଧୀନରେ ସେମାନଙ୍କୁ ଶ୍ରେଣୀବଦ୍ଧ କଲେ; ପୁଣି, ସେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲୋକମାନଙ୍କୁ ଗଣନା କରନ୍ତେ, ବର୍ଚ୍ଛା ଓ ଢାଲ ଧରି ଯୁଦ୍ଧକୁ ଯିବାକୁ ସମର୍ଥ ତିନି ଲକ୍ଷ ବଛା ଲୋକ ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମତ୍‌ସିୟ ଯିହୁଦାର ଲୋକମାନଙ୍କୁ ଏକତ୍ର ଠୁଳ କଲେ, ସେ ସେମାନଙ୍କ ବଂଶାନୁଯାୟୀ ସେମାନଙ୍କୁ ଦଳଭୁକ୍ତ କଲେ ଓ ସେ ସେନାଧ୍ୟକ୍ଷ ଓ ସେନାପତିମାନଙ୍କୁ ସେହି ଦଳଗୁଡ଼ିକର ଦାୟିତ୍ୱରେ ରଖିଲେ। ସେହି ନେତାମାନେ ଯିହୁଦା ଓ ବିନ୍ୟାମୀନର ଆଗତ ସମସ୍ତ ସୈନ୍ୟମାନଙ୍କର ଦାୟିତ୍ୱରେ ଥିଲେ। ଯେଉଁ ବ୍ୟକ୍ତିମାନଙ୍କୁ ସୈନ୍ୟରୂପେ ମନୋନୀତ କରାଯାଇଥିଲା, ସେମାନେ କୋଡ଼ିଏ ବର୍ଷ ବା ତତୁର୍ଦ୍ଧ୍ୱ ବୟସର ଥିଲେ। ସର୍ବମୋଟ 300,000 ଦକ୍ଷ ସୈନ୍ୟମାନେ ବର୍ଚ୍ଛା ଓ ଢାଲ ସହିତ ଯୁଦ୍ଧ କରିବା ନିମନ୍ତେ ପ୍ରସ୍ତୁତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଅମତ୍‍ସୀୟ ଯିହୁଦା-ବଂଶକୁ ଏକତ୍ର କଲେ, ପୁଣି ସମସ୍ତ ଯିହୁଦା ଓ ବିନ୍ୟାମୀନ୍‍ର ପିତୃବଂଶାନୁସାରେ ସହସ୍ରପତି ଓ ଶତପତିମାନଙ୍କ ଅଧୀନରେ ସେମାନଙ୍କୁ ଶ୍ରେଣୀବଦ୍ଧ କଲେ; ପୁଣି, ସେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲୋକମାନଙ୍କୁ ଗଣନା କରନ୍ତେ, ବର୍ଚ୍ଛା ଓ ଢାଲ ଧରି ଯୁଦ୍ଧକୁ ଯିବାକୁ ସମର୍ଥ ତିନି ଲକ୍ଷ ବଛା ଲୋକ ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଅମତ୍‍ସୀୟ ଯିହୁଦା ବଂଶକୁ ଏକତ୍ର କଲେ, ପୁଣି ସମସ୍ତ ଯିହୁଦା ଓ ବିନ୍ୟାମୀନ୍‍ର ପିତୃବଂଶାନୁସାରେ ସହସ୍ରପତି ଓ ଶତପତିମାନଙ୍କ ଅଧୀନରେ ସେମାନଙ୍କୁ ଶ୍ରେଣୀବଦ୍ଧ କଲେ; ପୁଣି, ସେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲୋକମାନଙ୍କୁ ଗଣନା କରନ୍ତେ, ବର୍ଚ୍ଛା ଓ ଢାଲ ଧରି ଯୁଦ୍ଧକୁ ଯିବାକୁ ସମର୍ଥ ତିନି ଲକ୍ଷ ବଛା ଲୋକ ପାଇଲେ।