2 Chronicles 25:6 — Compare Translations

5 translations compared side by side

Odia - 1840
"ଅମତ୍ସିଯ ମଧ୍ଯ ଇଶ୍ରାୟେଲରୁ 100,000 ସୈନ୍ଯ ଭଡ଼ା ରେ ଆଣିଲେ। ସେ ସହେି ସୈନ୍ଯମାନଙ୍କ ନିମନ୍ତେ 10 0 ତାଳନ୍ତ ରୂପା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ଏକ ଶହ ତାଳ; ରୂପା ବେତନ ଦେଇ ଇସ୍ରାଏଲ ମଧ୍ୟରୁ ଏକ ଲକ୍ଷ ମହାବିକ୍ରମଶାଳୀ ଲୋକଙ୍କୁ ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମତ୍‌ସିୟ ମଧ୍ୟ ଇସ୍ରାଏଲରୁ 100,000 ସୈନ୍ୟ ଭଡ଼ାରେ ଆଣିଲେ। ସେ ସେହି ସୈନ୍ୟମାନଙ୍କ ନିମନ୍ତେ 100 ତାଳନ୍ତ ରୂପା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ଏକ ଶହ ତାଳନ୍ତ ରୂପା ବେତନ ଦେଇ ଇସ୍ରାଏଲ ମଧ୍ୟରୁ ଏକ ଲକ୍ଷ ମହାବିକ୍ରମଶାଳୀ ଲୋକଙ୍କୁ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ଏକ ଶହ ତାଳନ୍ତ ରୂପା ବେତନ ଦେଇ ଇସ୍ରାଏଲ ମଧ୍ୟରୁ ଏକ ଲକ୍ଷ ମହାବିକ୍ରମଶାଳୀ ଲୋକଙ୍କୁ ନିଯୁକ୍ତ କଲେ।