2 Chronicles 25:8 — Compare Translations

5 translations compared side by side

Odia - 1840
"ହାଇପୋ ରେ, ତୁମ୍ଭେ ନିଜକୁ ଦୃଢ଼ ଓ ୟୁଦ୍ଧ ନିମନ୍ତେ ସୁ-ପ୍ରସ୍ତୁତ କରିପାର, କିନ୍ତୁ ପରମେଶ୍ବର ହିଁ ତୁମ୍ଭକୁ ବିଜଯୀ କିଅବା ପରାଜଯୀ ହବୋ ନିମନ୍ତେ ସାହାୟ୍ଯ କରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ଵର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ଵରଙ୍କ ଶକ୍ତି ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହୋଇପାରେ, ତୁମ୍ଭେ ନିଜକୁ ଦୃଢ଼ ଓ ଯୁଦ୍ଧ ନିମନ୍ତେ ସୁପ୍ରସ୍ତୁତ କରିପାର, କିନ୍ତୁ ପରମେଶ୍ୱର ହିଁ ତୁମ୍ଭକୁ ବିଜୟୀ କିଅବା ପରାଜୟୀ ହେବା ନିମନ୍ତେ ସାହାଯ୍ୟ କରି ପାରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ୱର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ୱରଙ୍କ ଶକ୍ତି ଅଛି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ୱର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ୱରଙ୍କ ଶକ୍ତି ଅଛି।