2 Chronicles 26:1 — Compare Translations
5 translations compared side by side
Odia - 1840
"ଏହାପରେ ଯିହୁଦାର ଲୋକମାନେ ଉଷିୟଙ୍କୁ ଅମତ୍ସିଯଙ୍କ ସ୍ଥାନ ରେ ନୂତନ ରାଜା ହବୋ ନିମନ୍ତେ ମନୋନୀତ କଲେ। ଅମତ୍ସିଯ ଊଷିଯଙ୍କ ପିତା ଥିଲେ ଉଷିୟ ଷୋହଳ ବର୍ଷ ବଯସ୍କ ହାଇେଥିବା ସମୟରେ ଏହିପରି ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଯିହୁଦାର ଲୋକ ସମସ୍ତେ ଷୋଳ ବର୍ଷ ବୟସ୍କ ଉଷୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କର ପଦରେ ତାଙ୍କୁ ରାଜା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ଉଷିୟ ଏହା ପରେ ଯିହୁଦାର ଲୋକମାନେ ଉଷିୟଙ୍କୁ ଅମତ୍ସିୟଙ୍କ ସ୍ଥାନରେ ନୂତନ ରାଜା ହେବା ନିମନ୍ତେ ମନୋନୀତ କଲେ। ଅମତ୍ସିୟ ଊଷିୟଙ୍କ ପିତା ଥିଲେ ଉଷିୟ ଷୋହଳ ବର୍ଷ ବୟସ୍କ ହୋଇଥିବା ସମୟରେ ଏହିପରି ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୁଦାର ଲୋକ ସମସ୍ତେ ଷୋଳ ବର୍ଷ ବୟସ୍କ ଉଷୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କର ପଦରେ ତାଙ୍କୁ ରାଜା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୁଦାର ଲୋକ ସମସ୍ତେ ଷୋଳ ବର୍ଷ ବୟସ୍କ ଉଷୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କର ପଦରେ ତାଙ୍କୁ ରାଜା କଲେ।