2 Chronicles 26:10 — Compare Translations

5 translations compared side by side

Odia - 1840
"ଉଷିୟ ମରୁଭୂମି ମଧିଅରେ ଦୁର୍ଗମାନ ନିର୍ମାଣ କଲେ। ଆହୁରି ମଧ୍ଯ, ସେ ଅନକେ କୂପ ଖାେଳିଲେ। ପାର୍ବତ୍ଯମଯ ଦେଶ ଓ ସମତଳ ଭୂମିରେ ତାଙ୍କର ପ୍ରଚୁର ପଶୁପଲ ଥିଲା। ପାର୍ବତ୍ଯାଞ୍ଚଳ ଓ ଉତ୍ତମ ଶସ୍ଯ ଉତ୍ପନ୍ନ ହେଉଥିବା ସ୍ଥାନମାନଙ୍କ ରେ ଉଷିୟଙ୍କର କୃଷକମାନେ ଥିଲେ। ଅଙ୍ଗୁରକ୍ଷେତ୍ର ଗୁଡ଼ିକର ଯତ୍ନ ନବୋ ନିମନ୍ତେ ସେ ଲୋକମାନଙ୍କୁ ନିୟୁକ୍ତି କଲେ। ସେ କୃଷିକର୍ମକୁ ଭଲ ପାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଉଷିୟ ମରୁଭୂମି ମଧ୍ୟରେ ଦୁର୍ଗମାନ ନିର୍ମାଣ କଲେ। ଆହୁରି ମଧ୍ୟ, ସେ ଅନେକ କୂପ ଖୋଳିଲେ। ପାର୍ବତ୍ୟମୟ ଦେଶ ଓ ସମତଳ ଭୂମିରେ ତାଙ୍କର ପ୍ରଚୁର ପଶୁପଲ ଥିଲା। ପାର୍ବତ୍ୟାଞ୍ଚଳ ଓ ଉତ୍ତମ ଶସ୍ୟ ଉତ୍ପନ୍ନ ହେଉଥିବା ସ୍ଥାନମାନଙ୍କରେ ଉଷିୟଙ୍କର କୃଷକମାନେ ଥିଲେ। ଅଙ୍ଗୁରକ୍ଷେତ୍ର ଗୁଡ଼ିକର ଯତ୍ନ ନେବା ନିମନ୍ତେ ସେ ଲୋକମାନଙ୍କୁ ନିଯୁକ୍ତି କଲେ। ସେ କୃଷିକର୍ମକୁ ଭଲ ପାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍‍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍‍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ।