2 Chronicles 26:11 — Compare Translations
5 translations compared side by side
Odia - 1840
"ଉଷିୟଙ୍କର ତାଲିମପ୍ରାପ୍ତ ସୈନିକମାନଙ୍କର ଏକ ସୈନ୍ଯଦଳ ଥିଲା। ସହେି ସୈନିକମାନେ ସଚିବ ୟିଯୁଯଲେଲ୍ ଓ ପଦାଧିକାରୀ ମା ସଯଙ୍କେ ଦ୍ବାରା ବିଭିନ୍ନ ଦଳ ରେ ଭର୍ତ୍ତି କରାୟାଇ ଥିଲେ। ହାନାନୀଯ ସମାନଙ୍କେର ନେତା ଥିଲେ। ୟିଯୂଯେଲ୍ ଓ ମା ସଯେ ସହେି ସୈନିକମାନଙ୍କୁ ଗଣନା କରୁଥିଲେ ଓ ବିଭିନ୍ନ ଦଳଭୁକ୍ତ କରୁଥିଲେ। ହାନାନୀଯ ରାଜାଙ୍କର ଜଣେ ପଦାଧିକାରୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଉଷୀୟଙ୍କର ଯୁଦ୍ଧକାରୀ ସୈନ୍ୟସାମ; ଥିଲେ, ସେମାନେ ରାଜାଙ୍କର ହନାନୀୟ ନାମକ ଏକ ସେନାପତିର ଅଧୀନରେ ଯିୟୂୟେଲ ଲେଖକର ଓ ମାସେୟ ଶାସନକର୍ତ୍ତାର ଗଣିତ ସଂଖ୍ୟାନୁସାରେ ଦଳ ଦଳ ହୋଇ ଯୁଦ୍ଧ କରିବାକୁ ଯାତ୍ରା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଉଷିୟଙ୍କର ତାଲିମପ୍ରାପ୍ତ ସୈନିକମାନଙ୍କର ଏକ ସୈନ୍ୟଦଳ ଥିଲା। ସେହି ସୈନିକମାନେ ସଚିବ ଯିୟୂୟେଲ ଓ ପଦାଧିକାରୀ ମାସେୟଙ୍କ ଦ୍ୱାରା ବିଭିନ୍ନ ଦଳରେ ଭର୍ତ୍ତି କରାଯାଇ ଥିଲେ। ହାନାନୀୟ ସେମାନଙ୍କର ନେତା ଥିଲେ। ଯିୟୂୟେଲ୍ ଓ ମାସେୟ ସେହି ସୈନିକମାନଙ୍କୁ ଗଣନା କରୁଥିଲେ ଓ ବିଭିନ୍ନ ଦଳଭୁକ୍ତ କରୁଥିଲେ। ହାନାନୀୟ ରାଜାଙ୍କର ଜଣେ ପଦାଧିକାରୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଉଷୀୟଙ୍କର ଯୁଦ୍ଧକାରୀ ସୈନ୍ୟସାମନ୍ତ ଥିଲେ, ସେମାନେ ରାଜାଙ୍କର ହନାନୀୟ ନାମକ ଏକ ସେନାପତିର ଅଧୀନରେ ଯିୟୀୟେଲ୍ ଲେଖକର ଓ ମାସେୟ ଶାସନକର୍ତ୍ତାର ଗଣିତ ସଂଖ୍ୟାନୁସାରେ ଦଳ ଦଳ ହୋଇ ଯୁଦ୍ଧ କରିବାକୁ ଯାତ୍ରା କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଉଷୀୟଙ୍କର ଯୁଦ୍ଧକାରୀ ସୈନ୍ୟସାମନ୍ତ ଥିଲେ, ସେମାନେ ରାଜାଙ୍କର ହନାନୀୟ ନାମକ ଏକ ସେନାପତିର ଅଧୀନରେ ଯିୟୀୟେଲ୍ ଲେଖକର ଓ ମାସେୟ ଶାସନକର୍ତ୍ତାର ଗଣିତ ସଂଖ୍ୟାନୁସାରେ ଦଳ ଦଳ ହୋଇ ଯୁଦ୍ଧ କରିବାକୁ ଯାତ୍ରା କଲେ।