2 Chronicles 26:12 — Compare Translations

5 translations compared side by side

Odia - 1840
"ସୈନିକମାନଙ୍କ ଉପରେ 2,600 ଜଣେ ନେତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତୃବଂଶ-ପ୍ରଧାନ ଓ ମହାବିକ୍ରମଶାଳୀ ଲୋକଙ୍କର ସମୁଦାୟ ସଂଖ୍ୟା ଦୁଇ ହଜାର ଛଅ ଶହ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସୈନିକମାନଙ୍କ ଉପରେ 2600 ଜଣ ନେତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକଙ୍କର ସମୁଦାୟ ସଂଖ୍ୟା ଦୁଇ ହଜାର ଛଅ ଶହ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକଙ୍କର ସମୁଦାୟ ସଂଖ୍ୟା ଦୁଇ ହଜାର ଛଅ ଶହ ଥିଲା।