2 Chronicles 26:13 — Compare Translations

5 translations compared side by side

Odia - 1840
"ସହେି ନେତାମାନେ 307,500 ଜଣ ଲୋକଙ୍କର ଦାଯିତ୍ବ ରେ ଥିଲେ, ଯେଉଁମାନେ ମହାପରାକ୍ରମ ସହ ୟୁଦ୍ଧ କରୁଥିଲେ। ସହେି ସୈନିକମାନେ ରାଜାଙ୍କୁ ଶତ୍ରୁ ବିରୁଦ୍ଧ ରେ ସାହାୟ୍ଯ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ ହସ୍ତାଧୀନରେ ତିନି ଲକ୍ଷ ସାତ ହଜାର ପାଞ୍ଚ ଶହ ଶିକ୍ଷିତ ସୈନ୍ୟ ଥିଲେ, ଏମାନେ ଶତ୍ରୁ ବିରୁଦ୍ଧରେ ରାଜାଙ୍କର ସାହାଯ୍ୟ ନିମନ୍ତେ ଅତି ପରାକ୍ରମରେ ଯୁଦ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନେତାମାନେ 307,500 ଜଣ ଲୋକଙ୍କର ଦାୟିତ୍ୱରେ ଥିଲେ, ଯେଉଁମାନେ ମହାପରାକ୍ରମ ସହ ଯୁଦ୍ଧ କରୁଥିଲେ। ସେହି ସୈନିକମାନେ ରାଜାଙ୍କୁ ଶତ୍ରୁ ବିରୁଦ୍ଧରେ ସାହାଯ୍ୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ହସ୍ତାଧୀନରେ ତିନି ଲକ୍ଷ ସାତ ହଜାର ପାଞ୍ଚ ଶହ ଶିକ୍ଷିତ ସୈନ୍ୟ ଥିଲେ, ଏମାନେ ଶତ୍ରୁ ବିରୁଦ୍ଧରେ ରାଜାଙ୍କର ସାହାଯ୍ୟ ନିମନ୍ତେ ଅତି ପରାକ୍ରମରେ ଯୁଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ହସ୍ତାଧୀନରେ ତିନି ଲକ୍ଷ ସାତ ହଜାର ପାଞ୍ଚ ଶହ ଶିକ୍ଷିତ ସୈନ୍ୟ ଥିଲେ, ଏମାନେ ଶତ୍ରୁ ବିରୁଦ୍ଧରେ ରାଜାଙ୍କର ସାହାଯ୍ୟ ନିମନ୍ତେ ଅତି ପରାକ୍ରମରେ ଯୁଦ୍ଧ କଲେ।