2 Chronicles 26:14 — Compare Translations
5 translations compared side by side
Odia - 1840
"ଉଷିୟ ସୈନ୍ଯଦଳକୁ ଢ଼ାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟଣେୀ ପାଇଁ ପଥର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଉଷୀୟ ସେହି ସମସ୍ତ ସୈନ୍ୟଦଳ ନିମନ୍ତେ ଢାଲ ଓ ବର୍ଚ୍ଛା ଓ ଟୋପର ଓ ସାଞ୍ଜୁଆ ଓ ଧନୁ ଓ ଛାଟିଣୀ-ପଥର ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଉଷିୟ ସୈନ୍ୟଦଳକୁ ଢାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟେଣୀ ପାଇଁ ପଥର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଉଷୀୟ ସେହି ସମସ୍ତ ସୈନ୍ୟଦଳ ନିମନ୍ତେ ଢାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟିଣୀ ପଥର ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଉଷୀୟ ସେହି ସମସ୍ତ ସୈନ୍ୟଦଳ ନିମନ୍ତେ ଢାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟିଣୀ ପଥର ପ୍ରସ୍ତୁତ କଲେ।