2 Chronicles 26:15 — Compare Translations

5 translations compared side by side

Odia - 1840
"ୟିରୁଶାଲମ ରେ ଉଷିୟ ଚତୁର ଲୋକମାନଙ୍କ ଦ୍ବାରା ଉଦ୍ଭାବିତ ମସେିନ୍ସବୁ ନିର୍ମାଣ କଲେ। ସହେି ମସେିନ୍ଗୁଡ଼ିକ ଦୁର୍ଗ ଓ କଣସ୍ଥିତ ପ୍ରାଚୀର ଉପରେ ରଖାଗଲା। ସହେି ମସେିନ୍ଗୁଡ଼ିକ ତୀର ଓ ପଥର କ୍ଷପେଣ କରିପାରୁ ଥିଲା। ଉଷିୟ ବିଖ୍ଯାତ ହାଇେ ଉଠିଲେ। ଦୂରଦୂରାନ୍ତର ସ୍ଥାନର ଲୋକମାନେ ସୁଦ୍ଧା ତାଙ୍କର ନାମ ଜାଣିଥିଲେ। ତାଙ୍କୁ ପ୍ରଚୁର ସାହାୟ୍ଯ ମିଳୁଥିଲା ଓ ସେ ଜଣେ ପରାକ୍ରମଶାଳୀ ରାଜା ହାଇେ ଉଠିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଯିରୂଶାଲମରେ ଶିଳ୍ପକାରମାନଙ୍କ କଳ୍ପିତ ଯନ୍ତ୍ର ପ୍ରସ୍ତୁତ କରି ତଦ୍ଦ୍ଵାରା ତୀର ଓ ବଡ଼ ବଡ଼ ପଥର ନିକ୍ଷେପ କରିବା ନିମନ୍ତେ ତାହାସବୁ ଦୁର୍ଗ ସବୁରେ ଓ ପ୍ରାଚୀର-ଚୂଡ଼ାରେ ରଖିଲେ । ପୁଣି, ତାଙ୍କର ନାମ ବହୁ ଦୂର ବ୍ୟାପ୍ତ ହେଲା; କାରଣ ସେ ବଳିଷ୍ଠ ହେବା ପର୍ଯ୍ୟନ୍ତ ଆଶ୍ଚର୍ଯ୍ୟ ରୂପେ ସାହାଯ୍ୟ ପ୍ରାପ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମରେ ଉଷିୟ ଚତୁର ଲୋକମାନଙ୍କ ଦ୍ୱାରା ଉଦ୍ଭାବିତ ମେସିନ୍ ସବୁ ନିର୍ମାଣ କଲେ। ସେହି ମେସିନ୍ ଗୁଡ଼ିକ ଦୁର୍ଗ ଓ କୋଣସ୍ଥିତ ପ୍ରାଚୀର ଉପରେ ରଖାଗଲା। ସେହି ମେସିନ୍ ଗୁଡ଼ିକ ତୀର ଓ ପଥର କ୍ଷେପଣ କରିପାରୁ ଥିଲା। ଉଷିୟ ବିଖ୍ୟାତ ହୋଇ ଉଠିଲେ। ଦୂରଦୂରାନ୍ତର ସ୍ଥାନର ଲୋକମାନେ ସୁଦ୍ଧା ତାଙ୍କର ନାମ ଜାଣିଥିଲେ। ତାଙ୍କୁ ପ୍ରଚୁର ସାହାଯ୍ୟ ମିଳୁଥିଲା ଓ ସେ ଜଣେ ପରାକ୍ରମଶାଳୀ ରାଜା ହୋଇ ଉଠିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଯିରୂଶାଲମରେ ଶିଳ୍ପକାରମାନଙ୍କ କଳ୍ପିତ ଯନ୍ତ୍ର ପ୍ରସ୍ତୁତ କରି ତଦ୍ଦ୍ୱାରା ତୀର ଓ ବଡ଼ ବଡ଼ ପଥର ନିକ୍ଷେପ କରିବା ନିମନ୍ତେ ତାହାସବୁ ଦୁର୍ଗସବୁରେ ଓ ପ୍ରାଚୀର-ଚୂଡ଼ାରେ ରଖିଲେ ପୁଣି, ତାଙ୍କର ନାମ ବହୁ ଦୂର ବ୍ୟାପ୍ତ ହେଲା; କାରଣ ସେ ବଳିଷ୍ଠ ହେବା ପର୍ଯ୍ୟନ୍ତ ଆଶ୍ଚର୍ଯ୍ୟ ରୂପେ ସାହାଯ୍ୟ ପ୍ରାପ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଯିରୂଶାଲମରେ ଶିଳ୍ପକାରମାନଙ୍କ କଳ୍ପିତ ଯନ୍ତ୍ର ପ୍ରସ୍ତୁତ କରି ତଦ୍ଦ୍ୱାରା ତୀର ଓ ବଡ଼ ବଡ଼ ପଥର ନିକ୍ଷେପ କରିବା ନିମନ୍ତେ ତାହାସବୁ ଦୁର୍ଗ ସବୁରେ ଓ ପ୍ରାଚୀର-ଚୂଡ଼ାରେ ରଖିଲେ ପୁଣି, ତାଙ୍କର ନାମ ବହୁ ଦୂର ବ୍ୟାପ୍ତ ହେଲା; କାରଣ ସେ ବଳିଷ୍ଠ ହେବା ପର୍ଯ୍ୟନ୍ତ ଆଶ୍ଚର୍ଯ୍ୟ ରୂପେ ସାହାଯ୍ୟ ପ୍ରାପ୍ତ ହେଲେ।