2 Chronicles 26:19 — Compare Translations
5 translations compared side by side
Odia - 1840
"କିନ୍ତୁ ଉଷିୟ କୋରଧାନ୍ବିତ ହେଲେ। ସୁଗନ୍ଧିଧୂପ ଜଳାଇବା ନିମନ୍ତେ ସେ ତାଙ୍କ ହାତ ରେ ଏକ ପାତ୍ର ଧରିଥିଲେ। ଉଷିୟ ଯାଜକମାନଙ୍କ ଉପରେ କୋର୍ଧ କରୁଥିବା ସମୟରେ ହିଁ କୁଷ୍ଠ ରୋଗ ତାଙ୍କର କପାଳ ରେ ପ୍ରକାଶ ପାଇଲା। ଏହା ସଦାପ୍ରଭୁଙ୍କ ମନ୍ଦିର ରେ, ସୁଗନ୍ଧି ଧୂପର ୟଜ୍ଞବଦେୀ ନିକଟରେ ଯାଜକମାନଙ୍କ ସମ୍ମୁଖ ରେ ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଉଷୀୟ କୋପାନ୍ଵିତ ହେଲେ; ପୁଣି ଧୂପ ଜ୍ଵଳାଇବା ନିମନ୍ତେ ତାଙ୍କର ହସ୍ତରେ ଧୂପାଚି ଥିଲା; ପୁଣି ସେ ଯାଜକମାନଙ୍କ ପ୍ରତି କୋପାନ୍ଵିତ ଥାଉ ଥାଉ ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କ ସାକ୍ଷାତରେ ଧୂପବେଦି ନିକଟରେ ତାଙ୍କର କପାଳରେ କୁଷ୍ଠ ପ୍ରକାଶ ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଉଷିୟ କ୍ରୋଧାନ୍ୱିତ ହେଲେ। ସୁଗନ୍ଧିଧୂପ ଜଳାଇବା ନିମନ୍ତେ ସେ ତାଙ୍କ ହାତରେ ଏକ ପାତ୍ର ଧରିଥିଲେ। ଉଷିୟ ଯାଜକମାନଙ୍କ ଉପରେ କ୍ରୋଧ କରୁଥିବା ସମୟରେ ହିଁ କୁଷ୍ଠରୋଗ ତାଙ୍କର କପାଳରେ ପ୍ରକାଶ ପାଇଲା। ଏହା ସଦାପ୍ରଭୁଙ୍କ ମନ୍ଦିରରେ, ସୁଗନ୍ଧି ଧୂପର ଯଜ୍ଞବେଦି ନିକଟରେ ଯାଜକମାନଙ୍କ ସମ୍ମୁଖରେ ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଉଷୀୟ କୋପାନ୍ୱିତ ହେଲେ; ପୁଣି ଧୂପ ଜ୍ୱଳାଇବା ନିମନ୍ତେ ତାଙ୍କର ହସ୍ତରେ ଧୂପାଚି ଥିଲା; ପୁଣି ସେ ଯାଜକମାନଙ୍କ ପ୍ରତି କୋପାନ୍ୱିତ ଥାଉ ଥାଉ ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କ ସାକ୍ଷାତରେ ଧୂପବେଦି ନିକଟରେ ତାଙ୍କର କପାଳରେ କୁଷ୍ଠ ପ୍ରକାଶ ପାଇଲା।
Odia IRV 2017 (ଓଡିଆ ବାଇବେଲ)