2 Chronicles 26:2 — Compare Translations
5 translations compared side by side
Odia - 1840
"ଊଷିଯ ପୁନର୍ବାର ଏଲତ୍ ସହର ନିର୍ମାଣ କଲେ ଓ ଯିହୁଦାକୁ ତାହା ଫରୋଇ ଦେଲେ। ଅମତ୍ସିଯ ମୃତ୍ଯୁ ଭୋଗ କରିବା ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହବୋପରେ ଉଷିୟ ଏହା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ଆପଣା ପିତୃଗଣଙ୍କ ସହିତ ଶୟନ କଲା ଉତ୍ତାରେ ଉଷୀୟ ଏଲତ୍-ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଊଷିୟ ପୁନର୍ବାର ଏଲତ୍ସହର ନିର୍ମାଣ କଲେ ଓ ଯିହୁଦାକୁ ତାହା ଫେରାଇ ଦେଲେ। ଅମତ୍ସିୟ ମୃତ୍ୟୁ ଭୋଗ କରିବା ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେବାପରେ ଉଷିୟ ଏହା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜାଙ୍କ ମୃତ୍ୟୁ ପରେ ଉଷୀୟ ଏଲତ୍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ରାଜାଙ୍କ ମୃତ୍ୟୁ ପରେ ଉଷୀୟ ଏଲତ୍-ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।