2 Chronicles 26:21 — Compare Translations
5 translations compared side by side
Odia - 1840
"ରାଜା ଉଷିୟ ଜଣେ କୁଷ୍ଠ ରୋଗଗ୍ରସ୍ଥ। ସେ ସଦାପ୍ରଭୁଙ୍କ ମନ୍ଦିର ମଧିଅରେ ପ୍ରବେଶ କରିପାରିବେ ନାହିଁ। ଉଷିୟଙ୍କ ପୁତ୍ର ଯୋଥମ୍ ରାଜାଙ୍କ ଗୃହକୁ ନିଯନ୍ତ୍ରଣ କଲେ ଓ ଲୋକମାନଙ୍କର ରାଜ୍ଯପାଳ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଉଷୀୟ ରାଜା ଆପଣା ମରଣଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ପୃଥକ୍ ଗୃହରେ ବାସ କଲେ; କାରଣ ସେ ସଦାପ୍ରଭୁଙ୍କ ଗୃହରୁ ଉଚ୍ଛିନ୍ନ ହେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ରାଜଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଉଷିୟ ଜଣେ କୁଷ୍ଠରୋଗଗ୍ରସ୍ତ। ସେ ସଦାପ୍ରଭୁଙ୍କ ମନ୍ଦିର ମଧ୍ୟରେ ପ୍ରବେଶ କରି ପାରିବେ ନାହିଁ। ଉଷିୟଙ୍କ ପୁତ୍ର ଯୋଥମ୍ ରାଜାଙ୍କ ଗୃହକୁ ନିୟନ୍ତ୍ରଣ କଲେ ଓ ଲୋକମାନଙ୍କର ରାଜ୍ୟପାଳ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଉଷୀୟ ରାଜା ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ପୃଥକ ଗୃହରେ ବାସ କଲେ; କାରଣ ସେ ସଦାପ୍ରଭୁଙ୍କ ଗୃହରୁ ଉଚ୍ଛିନ୍ନ ହେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ରାଜଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଉଷୀୟ ରାଜା ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ପୃଥକ୍ ଗୃହରେ ବାସ କଲେ; କାରଣ ସେ ସଦାପ୍ରଭୁଙ୍କ ଗୃହରୁ ଉଚ୍ଛିନ୍ନ ହେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ରାଜଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।