2 Chronicles 26:22 — Compare Translations

5 translations compared side by side

Odia - 1840
"ଉଷିୟ ଅନ୍ୟ ଯେଉଁ ସମସ୍ତ କାର୍ୟ୍ଯ କରିଥିଲେ, ସହେିସବୁ ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଆମାେସ୍ଙ୍କ ପୁତ୍ର ଭବିଷ୍ଯତ୍ବକ୍ତା ଯିଶାଇୟଙ୍କ ପୁସ୍ତକରେ ଲଖାେ ୟାଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଉଷୀୟଙ୍କର ଆଦ୍ୟ; ଅବଶିଷ୍ଟ ବୃତ୍ତା; ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ଲେଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଉଷିୟ ଅନ୍ୟ ଯେଉଁ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଆମୋସଙ୍କ ପୁତ୍ର ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟଙ୍କ ପୁସ୍ତକରେ ଲେଖା ଯାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଉଷୀୟଙ୍କର ଆଦ୍ୟନ୍ତ ଅବଶିଷ୍ଟ ବୃତ୍ତାନ୍ତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ଲେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ଉଷୀୟଙ୍କର ଆଦ୍ୟନ୍ତ ଅବଶିଷ୍ଟ ବୃତ୍ତାନ୍ତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ଲେଖିଲେ।