2 Chronicles 26:3 — Compare Translations

5 translations compared side by side

Odia - 1840
"ଉଷିୟ ରାଜା ହବୋ ସମୟରେ ଷୋହଳ ବର୍ଷ ବଯସ୍କ ଥିଲେ। ସେ ୟିରୁଶାଲମ ରେ ବାଉନ ବର୍ଷ ରାଜତ୍ବ କଲେ। ତାଙ୍କ ମାତାଙ୍କର ନାମ ଥିଲା ୟିଖଲିଯା। ୟିଖଲିଯା ୟିରୁଶାଲମରୁ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଷୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ବାଆନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ-ନିବାସିନୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଉଷିୟ ରାଜା ହେବା ସମୟରେ ଷୋହଳ ବର୍ଷ ବୟସ୍କ ଥିଲେ। ସେ ଯିରୁଶାଲମରେ ବାଉନ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ଯିଖଲିୟା। ଯିଖଲିୟା ଯିରୁଶାଲମରୁ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଷୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଉଷୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।