2 Chronicles 26:4 — Compare Translations
5 translations compared side by side
Odia - 1840
"ଉଷିୟ ଏହିସବୁ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କଲେ। ସେ ତାଙ୍କର ପିତା ଅମତ୍ସିଯଙ୍କ ପରି ପରମେଶ୍ବରଙ୍କୁ ମାନିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଆପଣା ପିତା ଅମତ୍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଉଷିୟ ଏହିସବୁ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କଲେ। ସେ ତାଙ୍କର ପିତା ଅମତ୍ସିୟଙ୍କ ପରି ପରମେଶ୍ୱରଙ୍କୁ ମାନିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆପଣା ପିତା ଅମତ୍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆପଣା ପିତା ଅମତ୍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।